Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ସରପଞ୍ଚ ବ୍ୟବହାର କଲେ ଜିଲ୍ଲାପାଳଙ୍କ କ୍ଷମତା, ପଞ୍ଚାୟତକୁ କଲେ ୪୮ଘଣ୍ଟିଆ ସଟ୍‌ଡାଉନ୍‌

1/06/2020 at 2:47 PM

ଭଦ୍ରକ ୦୧।୦୬ : ସରପଞ୍ଚ ଵ୍ୟଵହାର କଲେ ଜିଲ୍ଲାପାଳ କ୍ଷମତା । ସଂକ୍ରମଣରୁ ନିଜ ଅଞ୍ଚଳ ବାସିନ୍ଦାଙ୍କୁ ରକ୍ଷା କରିବା ପାଇଁ ଵଜାରକୁ ୪୮ ଘଣ୍ଟା ପାଇଁ ସଟଡାଉନ ଘୋଷଣା କରିଛନ୍ତି । ୧ତାରିଖ ସକାଳ ଠାରୁ ଆସନ୍ତା ୩ ତାରିଖ ସକାଳ ୮ ଘଟିକା ପର୍ଯ୍ୟନ୍ତ ଭଦ୍ରକ ଜିଲ୍ଲା ଅସୁରାଳୀ ଵଜାରକୁ ସଟଡାଉନ ଘୋଷଣା କରାଯାଇଛି ।

ସୂଚନାଯୋଗ୍ୟ ଯେ, ନିକଟସ୍ଥ ପଞ୍ଚାୟତରେ ଜଣେ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି । ସେହି ଵ୍ୟକ୍ତି ଜଣଙ୍କ ଗତ ଦୁଇ ଦିନଧରି ଅସୁରାଳୀ ବଜାର ଵୁଲିବା ସହ ଲୋକଙ୍କ ସଂସ୍ପର୍ଶରେ ଆସିଥିବା ସନ୍ଦେହ କରାଯାଉଛି । ତେଣୁ ଏହା ଦ୍ବାରା ଅଧିକ ସଂକ୍ରମଣ ଆଶଙ୍କା କରି ସରପଞ୍ଚ ଜିଲ୍ଲାପାଳଙ୍କ କ୍ଷମତା ବ୍ୟବହାର କରି ଅସୁରାଳୀ ବଜାର କୁ ୪୮ଘଣ୍ଟା ପାଇଁ ସଂପୂର୍ଣ୍ଣ ସଟଡାଉନ ଘୋଷଣା କରିଛନ୍ତି ।

   Related Posts