Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

ଭୁବନେଶ୍ବରରେ ଚିହ୍ନଟ ହେଲେ ୪୮ କରୋନା ସଂକ୍ରମିତ, ୬୪ ଜଣ ହେଲେ ସୁସ୍ଥ

17/11/2020 at 3:51 PM

ଭୁବନେଶ୍ୱର ୧୭।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ୪୮ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୨୨୭ରେ ପହଞ୍ଚିଛି । ୨୪ ଘଣ୍ଟାରେ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୧ ଜଣ ରହିଥିବା ବେଳେ ୩୭ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୬୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୨୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୩୫୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୯୮ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts