ଆସନ୍ତାକାଲିର ରାଶିଫଳ, ଜାଣନ୍ତୁ କାଲି କିପରି କଟିବ ଆପଣଙ୍କ ଦିନ

Published By : Prameya-News7 Bureau | August 03, 2021 IST

wp:code
                                                             
/wp:code

ମେଷ – ସୁଖକର ଘଟଣା ଘଟିବ । କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଆନନ୍ଦ ଉପଭୋଗ କରିପାରନ୍ତି । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବୃଷ – ମାନସିକ ଶାନ୍ତି ଫେରି ପାଇବେ । ଶୁଭ ଖବର ପାଇ ଆନନ୍ଦରେ ଅଧୀର ହେବେ । ସାରା ଦିନ କାର୍ଯ୍ୟ ବ୍ୟସ୍ତ ରହିବେ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଋଣ ପରିଶୋଧ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ - ଅଧ୍ୟୟନରତ ଓ ଶୁଭ ଖବର ପାଇ ଖୁସି ହେବେ । ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଦୁଃସାହସିକ କାର୍ଯ୍ୟ କରି ପୁରସ୍କୃତ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୭ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କର୍କଟ – ବାଦବିବାଦରେ ବିଜୟୀ ହେବେ । କୃଷି କର୍ମକାରୀ ହୋଇପାରନ୍ତି । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମର ମୂଲ୍ୟ ମିଳିବ । ଯାନବାହନ ସୁଖ ମିଳିପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ – ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଭଗବତ୍ ଚିନ୍ତାରେ ମଗ୍ନ ହୋଇପାରନ୍ତି । ଠାକୁରଙ୍କ ଦର୍ଶନ ଲାଭ କରିବାର ସୁଯୋଗ ସୃଷ୍ଟି ହୋଇଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା – ବିଭାଗୀୟ ସ୍ତରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ଭାଗ୍ୟର ପିବର୍ତ୍ତନ ଘଟିବ । ବିଭିନ୍ନ ଦିଗରୁ ଧନାଗମ ହେବ । ପାରିବାରିକ ସୁଖ ମିଳିବ । ସହିଷ୍ଣୁ ହେବେ । ପାରିବାରିକ ଓ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ତୁଳା – ରୋଜଗାରର ମାତ୍ରା ବୃଦ୍ଧି ଏବଂ ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍ ହୋଇପାରନ୍ତି । ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ନୂଆବନ୍ଧୁ ଜୁଟି ପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବିଛା – କାର୍ଯ୍ୟ ବ୍ୟସ୍ତ ରହିବେ । ଉଚ୍ଚ ଆଶା ଫଳବତୀ ହେବ । ମର୍ଯ୍ୟାଦା ରକ୍ଷା ପାଇଁ ଖର୍ଚ୍ଚାନ୍ତ ହୋଇପାରନ୍ତି । ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ହେବା ସବୁଠୁଁ ଭଲ । କର୍ମକ୍ଷେତ୍ରରେ ଅଧିପତି ହେବା ଆଶା କରାଯାଏ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ଧନୁ – ସୁସମ୍ବାଦ ପାଖ ଖୁସି ହୋଇପାରନ୍ତି । ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିବେ । ସତ୍ କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ସବୁ ବାଧା-ବିଘ୍ନକୁ ଏଡାଇ ସରକାରୀ କୃପା ଲାଭ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ମକର – ପ୍ରତ୍ୟେକ କ୍ଷେତ୍ରରେ ଅଗ୍ରଗତି ଘଟିବ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସୁସମ୍ବାଦ ପାଇ ଉତ୍ ଫୁଲ୍ଲିତ ହେବେ । କର୍ମକ୍ଷେତ୍ରରେ ସଫଳତା ମିଳିବ । ଶ୍ରମ ସାର୍ଥକ ହୋଇପାରେ । ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

କୁମ୍ଭ - ଆଲୋଚନା ସୌଜନ୍ୟପୂର୍ଣ୍ଣ ହେବ । କାର୍ଯ୍ୟରେ ସଫଳତା ଲାଭ କରିବେ । କ୍ଷମତାର ଅଭିବୃଦ୍ଧି ଘଟାଇ ତା’ର ସଦ୍ ବ୍ୟବହାର କରିପାରନ୍ତି । ବିବାଦୀୟ ଘଟଣାରେ ବିଜୟୀ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ମୀନ - ଦୃଢ ମନୋବଳ ନେଇ କାର୍ଯ୍ୟ ସଂପାଦନ କରିପାରନ୍ତି । ଯଶସ୍ୱୀ ହୋଇପାରନ୍ତି । ବିଜୟୀ ହେବେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିବେ । ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ସତର୍କତାର ସହ ଚଳିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ଞ୍ଜ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.