Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୧୯୬୯ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୪୪୬ ଡିସଚାର୍ଜ
  • ||
  • ବଶବରାଜ ବୋମାଇ ହେବେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀ, ପ୍ରସ୍ତାବ ଦେଲେ ୟେଦିୟୁରପ୍ପା
  • ||
  • ସିରିଜ୍ ଅଧାରୁ କୋଭିଡ୍ ସଂକ୍ରମିତ ହେଲେ ଭାରତୀୟ ଅଲରାଉଣ୍ଡର କ୍ରୁନାଲ ପାଣ୍ଡ୍ୟା, ଭାରତ-ଶ୍ରୀଲଙ୍କା ଦ୍ବିତୀୟ ଟ୍ବେଣ୍ଟି ଟ୍ବେଣ୍ଟି ବାତିଲ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୨୯ ହଜାରରୁ ଅଧିକ ପଜିଟିଭ୍, ୪୧୫ ମୃତ
  • ||
  • ଚିନ୍ତା ବଢାଉଛି ମୃତ୍ୟୁସଂଖ୍ୟା, ରାଜ୍ୟରେ କରୋନା ନେଲା ୬୦ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ରାଜ୍ୟରେ ବାହାରିଲେ ୧୬୨୯ କରୋନା ପଜିଟିଭ୍
  • ||
  • ମୟୂରଭଞ୍ଜ : ଗାଧୋଇବା ବେଳେ ଖସିଗଲା ଗୋଡ, ପୋଖରୀରେ ବୁଡି ୨ ଶିଶୁ ମୃତ
  • ||
  • ସମ୍ବଲପୁର : ଯୁବକଙ୍କୁ ନିର୍ମମ ଭାବେ ହତ୍ୟା, ଉଦ୍ଧାର ହେଲା ରକ୍ତ ଜୁଡୁବୁଡୁ ମୃତଦେହ
  • ||

ନୀଳଗିରିର ଶିଶୁ ଦୁଷ୍କର୍ମକାରୀ ଗିରଫ

17/04/2018 at 6:37 AM

ନୀଳଗିରିରେ ୪ବର୍ଷ ଶିଶୁ କନ୍ୟାକୁ ଦୁଷ୍କର୍ମ କରି ଫେରାର ହେଇଯାଇଥିବା ଅଭିଯୁକ୍ତ ଗିରଫ
ଅଭିଯୁକ୍ତ ନିତ୍ୟାନନ୍ଦ ଜେନା ଗିରଫ
ମାମଲା ରୁଜ୍ଜୁ ପରେ ଅଭିଯୁକ୍ତକୁ ଧରିବା ପାଇଁ ୩ଟି ଟିମ ଗଠିତ ହେଇଥିଲା
ଅଭିଯୁକ୍ତର ଫୋନକୁ ଟ୍ରାକ କରି ପୋଲିସ ଗିରଫ କରିଛି
ଭଦ୍ରକ ବନ୍ତ ଛକରୁ ଗିରଫ ନୀଳଗିରି ପୋଲିସ

Leave a Reply

   Related Posts