Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ଭୂକମ୍ପ ଝଟ୍‌କା ଅନୁଭୂତ

22/05/2019 at 10:53 AM

ପୋର୍ଟବ୍ଲେୟାର୍‌ ୨୨|୫: ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜ ଅଞ୍ଚଳରେ ଭୂମିକମ୍ପ ଅନୁଭୂତ ହୋଇଛି । ଆଜି ସକାଳେ ଆଣ୍ଡାମାନ ଦ୍ବୀପପୁଞ୍ଜ ଅଞ୍ଚଳରେ ରିକ୍ଟର୍‌ ସ୍କେଲରେ ୫. ୮ ତୀବ୍ରତାର ଭୂମିକମ୍ପ ହୋଇଥିବା ଭାରତୀୟ ପାଣିପାଗ ବିଭାଗ କହିଛି। ସକାଳ ପ୍ରାୟ ୬ଟା ୯ମିନିଟ୍ ସମୟରେ ଭୂଗର୍ଭର ୧୦ କିଲୋମିଟର ଅଭ୍ୟନ୍ତରରେ ଭୂକମ୍ପନ ହୋଇଥିବା କଥା ଜଣାପଡିଛି।

ଗତକାଲି ନିକୋବର ଦ୍ବୀପପୁଞ୍ଜରେ ରିକ୍ଟର୍‌ ସ୍କେଲ୍‌ରେ ୪.୧ ତୀବ୍ରତା ସମ୍ପନ୍ନ ଭୂମିକମ୍ପ ହୋଇଥିଲା । ଦିନକ ପରେ ଆଜି ଆଣ୍ଡାମାନରେ ଭୂକମ୍ପନ ଅନୁଭୂତ ହୋଇଛି। ରାତି ପ୍ରାୟ ୨ଟା ୪ମିନିଟ୍‌ରେ ଭୂମିକମ୍ପ ହୋଇଥିଲା। ଭୂଗର୍ଭର ୧୦ କିଲୋମିଟର ତଳେ ଏହାର କେନ୍ଦ୍ରସ୍ଥଳ ଥିଲା ।

   Related Posts