ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର ; ୫ ଜଣ ଗୁରୁତର

Published By : Prameya-News7 Bureau | August 11, 2018 IST

ବାଲେଶ୍ୱର ସେରଗଡ଼ ଉଦଳା ରାସ୍ତା ପୋଡାସୁଳ ଛକରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର । ଦୁର୍ଘଟଣା ୫ ଜଣ ଗୁରୁତର ହେ।ଇଛନ୍ତି । ସେମାନଙ୍କୁ ୧୦୮ ଆମ୍ବୁଲାନ୍ସରେ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ସମସ୍ତ ଗୁରୁତର ମୟୂରଭଞ୍ଜ କପ୍ତିପଦା ଅଂଚଳର ପେଡାଗଡି ଗାଁର ବେ।ଲି ଜଣାପଡିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.