ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଜି ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ : ଅଖ ଚକ ଡେରା ନୀତି ସଂପନ୍ନ
  • ||
  • କୁତବ ମୀନାର ପରିସରରେ ଖନନ ସହ ଆଇକନୋଗ୍ରାଫି କରିବାକୁ ଏଏସ୍‌ଆଇକୁ ସଂସ୍କୃତି ମନ୍ତ୍ରାଳୟର ନିର୍ଦ୍ଦେଶ
  • ||
  • ସ୍ୱିଜରଲାଣ୍ଡରେ ବିଶ୍ୱ ଅର୍ଥନୈତିକ ମଞ୍ଚର ବାର୍ଷିକ ସମ୍ମିଳନୀ : ମହାମାରୀରୁ ମୁକ୍ତି ପାଇଁ ବାଟ ବାହାର କରିବେ ବିଶ୍ୱନେତା
  • ||
  • ମ୍ୟାଚ୍ ପୂର୍ବରୁ ରନ୍ ଅପ୍ ଯାଞ୍ଚ କଲେ ଅର୍ଜୁନ ତେନ୍ଦୁଲକର : କିନ୍ତୁ ଚୂଡାନ୍ତ ଏକାଦଶରେ ମିଳିଲାନି ଏଣ୍ଟ୍ରି
  • ||

ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର ; ୫ ଜଣ ଗୁରୁତର

11/08/2018 at 5:55 AM

ବାଲେଶ୍ୱର ସେରଗଡ଼ ଉଦଳା ରାସ୍ତା ପୋଡାସୁଳ ଛକରେ ଦୁର୍ଘଟଣା । ଭାରସାମ୍ୟ ହରାଇ ଗଛରେ ପିଟି ହେଲା କାର । ଦୁର୍ଘଟଣା ୫ ଜଣ ଗୁରୁତର ହେ।ଇଛନ୍ତି । ସେମାନଙ୍କୁ ୧୦୮ ଆମ୍ବୁଲାନ୍ସରେ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପରେ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହେବାରୁ ସମସ୍ତଙ୍କୁ ବାଲେଶ୍ୱର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ସମସ୍ତ ଗୁରୁତର ମୟୂରଭଞ୍ଜ କପ୍ତିପଦା ଅଂଚଳର ପେଡାଗଡି ଗାଁର ବେ।ଲି ଜଣାପଡିଛି ।

   Related Posts