Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||
  • କୋରାପୁଟ : ମାଲବାହୀ ଟ୍ରେନ୍‌ ଇଞ୍ଜିନ୍ ଲାଇନ୍‌ଚ୍ୟୁତ, ନୂଆ ଟ୍ରାକ୍‌ରୁ ପୁରୁଣା ଟ୍ରାକ୍‌କୁ ପାସ୍ ବେଳେ ଦୁର୍ଘଟଣା
  • ||

ଭୁଷୁଡିଲା ନିର୍ମାଣଧିନ କାନ୍ଥ : ୫ ଶ୍ରମିକ ମୃତ, ୭ ଆହତ

4/01/2020 at 3:31 PM

ଝାନ୍ସି ୦୪।୦୧: କ୍ରସର ଏକ ନିର୍ମାଣଧୀନ କାନ୍ଥରେ କାର୍ଯ୍ୟ ଚାଲୁଥିବା ବେଳେ ଅଘଟଣ ।  ନିର୍ମାଣଧୀନ କାନ୍ଥ ଭୁଷୁଡି ୫ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଶ୍ରମିକ ଆହତ ହୋଇଛନ୍ତି  ।  ସମସ୍ତ ଆହତ ଶ୍ରମିକଙ୍କୁ ନିକଟସ୍ଥ ଝାନ୍ସୀ ମେଡିକାଲରେ ଭର୍ତ୍ତି କରାଯାଇଛି ।  ଉତ୍ତରପ୍ରଦେଶ ଝାନ୍ସିର  ବରୁସାଗର ଥାନା ଅନ୍ତର୍ଗତ ପ୍ରତାପପୁର ଅଞ୍ଚଳରେ ଘଟିଛି ଘଟଣା ।

ତେବେ ଖବରମୁତାବକ ବରୁସାଗର ଥାନା ଅନ୍ତର୍ଗତ ପ୍ରତାପପୁର ଥିବା ଏକ କ୍ରସରରେ ଏକ ନିର୍ମାଣଧୀନ କାନ୍ଥରେ ପ୍ଲାଷ୍ଟର ଲଗାଇବା କାର୍ଯ୍ୟ ଚାଲୁଥିବା ବେଳେ ଭୁଷୁଡି ପଡିଥିଲା । ଯାହାଫଳରେ ଏହି ଅଘଟଣ ଘଟିଛି ।  ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ମୁଖ୍ୟମନ୍ତ୍ରୀ ଯୋଗୀ ସ୍ଥାନୀୟ ପ୍ରଶାସନ ଘଟଣାସ୍ଥଳରେ ପହଞ୍ଚିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆହତ ହୋଇଥିବା ବ୍ୟକ୍ତିମାନଙ୍କୁ ଯଥାସମ୍ଭବ ସହାୟତା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଦୁର୍ଘଟଣାରେ ଆହତ ବ୍ୟକ୍ତିଙ୍କ ଚିକିତ୍ସା ଲାଗି ଆର୍ଥିକ ସହାୟତା ଯୋଗାଇଦେବାକୁ ନିର୍ଦ୍ଦେଶ ଦେଇଛନ୍ତି  ମୁଖ୍ୟମନ୍ତ୍ରୀ ।

   Related Posts