ଏବେବି ହୀରାକୁଦର ୫ଟି ଗେଟ୍ ଖୋଲା : ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଏବେ ୬୨୦.୧୭ ଫୁଟ୍

Published By : Prameya-News7 Bureau | August 18, 2019 IST

ସମ୍ବଲପୁର ୧୮/୮: ଏବେବି ହୀରାକୁଦର ୫ଟି ଗେଟ୍ ଖୋଲା । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଏବେ ୬୨୦.୧୭ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୫ ହଜାର ୮୪୪ କ୍ୟୁସେକ୍ ଜଳ ।

ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୯୪ ହଜାର ୭୯୭ କ୍ୟୁସେକ୍ ଜଳ । ଜଳଭଣ୍ଡାରର ଜଳଧାରଣା କ୍ଷମତା ୬୩୦ ଫୁଟ୍ । ଏବେବି ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୩ ଓ ଦକ୍ଷିଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.