Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଞ୍ଜାବର ବିଜୟ ଅଭିଯାନ ଜାରି, ୮ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଏବେବି ହୀରାକୁଦର ୫ଟି ଗେଟ୍ ଖୋଲା : ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଏବେ ୬୨୦.୧୭ ଫୁଟ୍

18/08/2019 at 11:25 AM

ସମ୍ବଲପୁର ୧୮/୮: ଏବେବି ହୀରାକୁଦର ୫ଟି ଗେଟ୍ ଖୋଲା । ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଏବେ ୬୨୦.୧୭ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୫ ହଜାର ୮୪୪ କ୍ୟୁସେକ୍ ଜଳ ।

ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୯୪ ହଜାର ୭୯୭ କ୍ୟୁସେକ୍ ଜଳ । ଜଳଭଣ୍ଡାରର ଜଳଧାରଣା କ୍ଷମତା ୬୩୦ ଫୁଟ୍ । ଏବେବି ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୩ ଓ ଦକ୍ଷିଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ଜାରି ରହିଛି ।

   Related Posts