Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭିସା ଉପରେ ଲାଗିଥିବା କଟକଣା ହଟାଇଲେ ସରକାର
  • ||
  • ଟ୍ୱିଟରରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ କବିତା ଲେଖିଲେ ରାହୁଲ
  • ||
  • ମା’ ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ପାଇଁ ୧୪୪ ଧାରା ଜାରି
  • ||
  • ପ୍ରକାଶ ପାଇଲା ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ
  • ||
  • ରାୟଗଡାରେ ବୋଲେରୋ-ବାଇକ୍ ମୁହାଁମୁହିଁ ଧକ୍କା, ୨ ଗୁରୁତର
  • ||
  • ବିନା ଅନୁମତିରେ ଦାଢ଼ି ରଖି ନିଲମ୍ବିତ ହେଲେ ପୋଲିସ ବାବୁ
  • ||
  • ପାଲଘର ମାମଲାରେ ଆଉ ୨୪ ଅଭିଯୁକ୍ତ ଗିରଫ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ବିହାର ନିର୍ବାଚନ ପାଇଁ ବିଜେପି ଜାରି କଲା ସଂକଳ୍ପ ପତ୍ର
  • ||
  • ରାଜ୍ୟରେ ୧୯୧୩ କରୋନା ସଂକ୍ରମିତ ଚିହ୍ନଟ
  • ||

କାରକୁ ପିଟିଲା ଟ୍ରକ୍ : ୫ ଗୁରୁତର

13/10/2019 at 8:13 AM

ଭଦ୍ରକ ୧୩/୧୦: କାର ଓ ଟ୍ରକ ଧକ୍କାରେ ୫ଗୁରୁତର ହୋଇଛନ୍ତି। ସେମାନଙ୍କୁ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଭଦ୍ରକ ୧୬ନଂ ଜାତୀୟ ରାଜପଥ ଭଣ୍ଡାରିପୋଖରୀ ଦମକଳ କେନ୍ଦ୍ର ନିକଟରେ କାରକୁ ପିଟିଛି ଆଳୁ ବୋଝେଇ ଟ୍ରକ। କାରରେ ଥିବା ୫ ଜଣ ଗୁରୁତର ଆହତ ହୋଇଛନ୍ତି।

କାର ଯାତ୍ରୀ ମାନେ ପରିବାର ସହ ପଶ୍ଚିମବଙ୍ଗରୁ ପୁରୀ ଯାଇ ଜଗନ୍ନାଥ ଦର୍ଶନ ସାରି ଫେରୁଥିବା ସମୟରେ ଭୋର ୪ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା l ଭଣ୍ଡାରିପୋଖରୀ ଦମକଳ ଵାହିନୀ ସମସ୍ତ ଆହତଙ୍କୁ ନେଇ ଭଦ୍ରକ ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି।

   Related Posts