Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ଅରୁଣାଚଳ ପ୍ରଦେଶରେ ଭୂସ୍ଖଳନ ଘଟି ୫ ଯବାନ

30/06/2018 at 8:03 AM

ଅରୁଣାଚଳ ପ୍ରଦେଶରେ ଭୂସ୍ଖଳନ ଘଟି ୫ ଆଇଟିବିପି ଯବାନ ନିହତ । ତଳସିଆଙ୍ଗ୍ ଜିଲ୍ଲା ବାସର- ଅକାଜାନ ପାହାଡ ଘାଟିରେ ଘଟିଛି ଏହି ଅଘଟଣ । ଘଟଣାସ୍ଥଳରେ ସମସ୍ତ ଯବାନଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି । ଗତକାଲି ରାତିରେ ୨୦ ଜଣ ଆଇଟିବିପି ଯବାନଙ୍କୁ ନେଇ ପଶ୍ଚିମ ସିଆଙ୍ଗ ଜିଲ୍ଲାର ବସାରରୁ ଯାଉଥିବା ବସ ଉପରେ ଏକ ବିରାଟ ପଥର ଖସିପଡ଼ିବା ଯୋଗୁଁ ଏହି ଦୁର୍ଘଟଣା ଘଟିଛି । ମୃତ୍ୟୁ ବରଣ କରିଥିବା ୫ ଯବାନଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଆହତ ମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଲଗାଣ ବର୍ଷାରେ ପାହାଡ଼ିଆ ଅଞ୍ଚଳରେ ବାରମ୍ବାର ଏପରି ଭୂସ୍ଖଳନ ହେଉଛି । ଫଳରେ ଚଳିତ ମୌସୁମୀ ସମୟରେ ଭୂସ୍ଖଳରେ ୧୦ରୁ ଅଧିକ ଜଣଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

   Related Posts