Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||
  • ବଡବିଲ : ହାତୀ ଆକ୍ରମଣରେ ଚାଲିଗଲା ଜଣଙ୍କ ଜୀବନ, ଆତଙ୍କ ଖେଳାଇଛନ୍ତି ୧୧ଟିକିଆ ହାତୀ ପଲ
  • ||
  • ଓ୍ବାଶିଂଟନ୍ : ‘ପିଜ୍ଜା ହଟ୍’ର ଶୁଭାରମ୍ଭ କରିଥିବା ଫ୍ରାଙ୍କ୍ କାର୍ନିଙ୍କ ପରଲୋକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ପଞ୍ଝାରେ ରେଞ୍ଜର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ଭୁବନେଶ୍ବର : ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||

ଜୀବିତ ପୁଅକୁ ମୃତ ଦେଖାଇବା ମାମଲାରେ ତଦନ୍ତକାରୀ ଅଧିକାରୀଙ୍କୁ ୫ ଲକ୍ଷ ଟଙ୍କା ଜରିମାନା

12/11/2020 at 2:09 PM

ଭୁବନେଶ୍ବର ୧୨/୧୧: ବେଆଇନ ଗିରଫ ପରେ ଜୀବିତ ପୁଅକୁ ମୃତ ଦେଖାଇବା ମାମଲାରେ ତଦନ୍ତକାରୀ ଅଧିକାରୀଙ୍କୁ ୫ ଲକ୍ଷ ଟଙ୍କା ଜରିମାନା ହୋଇଛି। ଏନେଇ ରାଜ୍ୟ ମାନବାଧିକାର କମିଶନ ଜରିମାନା କରିଛନ୍ତି।

୨୦୧୬ମସିହାରେ ପାଇକମାଳ ଥାନାରେ ଘଟିଥିଲା ଏହି ଘଟଣା। ପୁଅ ନିଖୋଜ ନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ଏହି ମାମଲାରେ ତଦନ୍ତ କରୁଥିବା ପୋଲିସ୍ ନିଖୋଜ ଥିବା ପୁଅକୁ ମୃତ ଘୋଷଣା କରିଥିଲା।କିନ୍ତୁ ୨ ବର୍ଷ ପରେ ପୁଅ ଫେରିବା ପରେ ମାନବାଧିକାର କମିଶନଙ୍କ ନିକଟରେ ଏହି ମାମଲା ରୁଜୁ ହୋଇଥିଲା। ଜରିମାନା ଟଙ୍କା ପୀଡିତଙ୍କ ପରିବାରକୁ ଦେବାକୁ ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦେଶ ହୋଇଛି।

   Related Posts