Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଇସ୍ତଫା ଦେଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ୍ ଅମରିନ୍ଦର ସିଂହ, ରାଜ୍ୟପାଳଙ୍କୁ ଭେଟି ଦେଲେ ରିଜାଇନ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୫ ହଜାରରୁ ଅଧିକ କରୋନା ପଜିଟିଭ୍, ୨୮୧ ମୃତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୬୯୫ କୋଭିଡ୍ ପଜିଟିଭ୍
  • ||
  • ଉପରୁ ମୁଣ୍ଡରେ କମୁଛି ବନ୍ୟାଜଳ ପ୍ରବାହ, ବନ୍ଦ ହେଲା ହୀରାକୁଦର ୪ ଗେଟ୍
  • ||
  • ବିଲକୁ ଯାଇଥିଲେ ଚାଷୀ, ଦଳି ମାରିଦେଲା ଦନ୍ତା
  • ||
  • ଗୋଟିଏ ଟ୍ରକ୍ ଧକ୍କା ଦେଲା, ଆଉ ଏକ ଟ୍ରକ୍ ଚାପିଦେଲା : ରାସ୍ତା ପାର୍ ବେଳେ ଜୀବନ ହାରିଲେ ସୁବାଷ
  • ||
  • ରାତିରେ ହଠାତ ଘରେ ପଶିଗଲା ଦନ୍ତା, ନାବାଳକକୁ ଆକ୍ରମଣ କରି ମାରିଦେଲା…
  • ||
  • ଦେବୀଗଡା ଘାଟ ନିକଟରୁ ବିଶାଳ ଅଜଗର ଉଦ୍ଧାର, ବନ୍ୟା ଜଳରେ ଭାସି ଆସିଥିବା ସନ୍ଦେହ
  • ||

ବଲାଙ୍ଗୀର ଗସ୍ତରେ ୫-ଟି ସଚିବ ଓ ମୁଖ୍ୟ ଶାସନ ସଚିବ, ବିଭିନ୍ନ ଉନ୍ନତି ମୂଳକ କାମର କରିବେ ସମୀକ୍ଷା

4/08/2021 at 9:31 AM

ବଲାଙ୍ଗୀର ୦୪/୦୮: ଦିନିକିଆ ବଲାଂଗୀର ଗସ୍ତରେ ମୁଖ୍ୟ ଶାସନ ସଚିବ ଓ 5Tସଚିବ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭି. କାର୍ତ୍ତିକେୟ ପାଣ୍ଡିଆନଙ୍କ ସମେତ ଏକ ଉଚ୍ଚସ୍ତରୀୟ ସଚିବ ସ୍ତରୀୟ ଟିମ ଗସ୍ତ କରିଛି । ଗସ୍ତ ସମୟରେ 5T ସଚିବଙ୍କ ଉଚ୍ଚସ୍ତରୀୟ ଟିମ ବଲାଙ୍ଗୀର ତୁଷୁରା ଏୟାରଷ୍ଟ୍ରୀପରେ ପହଞ୍ଚିବେ । ସେଥରୁ ବାହାରି ପ୍ରଥମେ ଦେଓଗାଁ ପଂଚାୟତ ହାଇସ୍କୁଲ ପରିଦର୍ଶନ କରିବେ ।

ବଲାଙ୍ଗୀର ଠାରେ ରାଜ୍ୟ ସରକାରଙ୍କ ଅନୁଦାନରେ ନିର୍ମାଣ କାର୍ଯ୍ୟ ଚାଲିଥିବା ତରଳ ଅକ୍ସିଜେନ ପ୍ଲାଣ୍ଟ ସାଇଡ ବୁଲି କାର୍ଯ୍ୟ ତଦାରଖ କରିବା ସହ ପତିତପାବନ ହାଇସ୍କୁଲକୁ ଯିବା ସହ ବୁଲି ଦେଖିବାର ରହିଛି କାର୍ଯ୍ୟକ୍ରମ । ମେଡିକାଲ କଲେଜରେ ୫ଶହ ବେଡ ହସ୍ପିଟାଲର କାର୍ଯ୍ୟର ସମୀକ୍ଷା, ସେଠାରୁ ଲୋୟର ସୁକତେଲ ଜଳ ସେଚନ ପ୍ରକଳ୍ପ ସାଇଡ ପରିଦର୍ଶନ କରିବା ସହ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିବା ସହ ଜିଲ୍ଲାର ଉନ୍ନୟନ କାର୍ଯ୍ୟର ତଦାରଖ କରିବା କାର୍ଯ୍ୟକ୍ରମ ରହିଥିବା ସୂଚନା ମିଳିଛି ।

ସେନେଇ ଜିଲ୍ଲାପାଳ ଚଞ୍ଚଳ ରାଣା, ଏସପି ନିତିନ କୁସଲକରଙ୍କ ସମେତ ଜିଲ୍ଲା ପ୍ରଶାସନର ବରିଷ୍ଠ ଅଧିକାରୀ ଗସ୍ତ ସୁଚି ଅନୁସାରେ ସୁରକ୍ଷା ବ୍ୟବସ୍ଥା ଆୟୋଜନ ପାଇଁ ସମୀକ୍ଷା କରି ସମସ୍ଥ ପ୍ରସ୍ତୁତି ହୋଇଛିନ । 5T ସଚିବଙ୍କ ଗସ୍ତସୂଚୀ ଅନୁସାରେ ସମସ୍ତ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

   Related Posts