Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପଦ୍ମ ସମ୍ମାନ ଘୋଷଣା: ୩ଟି ବର୍ଗରେ ମୋଟ ୧୧୯ ଜଣ ପାଇବେ ସମ୍ମାନ
  • ||
  • ବଜେଟ୍‌ ଡେ’ରେ ପାର୍ଲାମେଣ୍ଟ ଚଲୋ: ଆନ୍ଦୋଳନକାରୀ କୃଷକ ଦେଲେ ଡାକରା
  • ||
  • ଚିନ୍ତା ବଢାଇଲେଣି କୁଲଡିହା ହାତୀପଲ, ନଷ୍ଟ କରୁଛନ୍ତି ବ୍ୟାପକ ଫସଲ
  • ||
  • ଭୁବନେଶ୍ବର : ଫେବୃଆରୀ ୧୪ରୁ ରାଜ୍ୟରେ ଦ୍ବିତୀୟ ପର୍ଯ୍ୟାୟ ଟିକାକରଣ
  • ||
  • ଅନୁଗୋଳ : ଜିଲ୍ଲାପାଳଙ୍କ ଅଫିସ୍ ଆଗରେ ମା’ ଓ ପୁଅଙ୍କ ଆତ୍ମାହୁତି ଉଦ୍ୟମ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୦ କୋଭିଡ୍ ସଂକ୍ରମିତ, ୩୩୪୪୩୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ବ୍ରହ୍ମପୁର : ଟ୍ରାକ୍ଟର ସହ ବାଇକ୍ ଧକ୍କା, ଜଣେ ମୃତ, ୨ ଶ୍ରମିକ ଗୁରୁତର
  • ||
  • ଆନନ୍ଦପୁର : ଧାନ ଡୋଲି ଓଲଟିପଡି ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୨୦୩ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ବରଗଡ : ଭିଜିଲାନ୍ସ ଜାଲରେ ବରଗଡ ଜିଲ୍ଲା ଭଟଲି ବ୍ଲକ୍ କେଲେଙ୍ଗାପାଲିର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ
  • ||

ମହାକାଳପଡାରେ ୫-ଟି ସଚିବ, ଆଖଡ଼ାଶାଳିଠାରେ ନଦୀଭିତ୍ତିକ ବନ୍ଦର ସ୍ଥାନ ପରିଦର୍ଶନ କଲେ ୫-ଟି ସଚିବ

20/12/2020 at 11:14 AM

ମହାକାଳପଡ଼ା ୨୦।୧୨:  କେନ୍ଦ୍ରାପଡା ଜିଲ୍ଲା ମହାକାଲପଡାରେ ୫-ଟି ସଚିବ ଭି.କେ. ପାଣ୍ଡିଆନ ।  ଆଖଡ଼ାଶାଳିଠାରେ ନଦୀଭିତ୍ତିକ ବନ୍ଦର ସ୍ଥାନ ପରିଦର୍ଶନ କରିଛନ୍ତି ୫-ଟି ସଚିବ ଭି.କେ । ପାରାଦୀପ ନେହେରୁ ବଙ୍ଗଳା ମୁହାଣ ମୁହଁ ଅନୁଧ୍ୟାନ କଲେ ୫-ଟି ସଚିବ ଭି.କେ ।

ମହାକାଳପଡ଼ାରେ ୫-ଟି ସଚିବ ଭି.କେ ସଚିବ ଭି.କେ. ପାଣ୍ଡିଆନ। ମହାନଦୀ ମୂହାଣ ଆଖଡ଼ାଶାଳିଠାରେ ପ୍ରସ୍ତାବିତ ନଦୀ ଭିତ୍ତିିକ ବନ୍ଦର ସ୍ଥାନ ପରିଦର୍ଶନ କରିଛନ୍ତି ୫-ଟି ସଚିବ ଭି.କେ । ଏହାପରେ ସେ ପାରାଦୀପ ଯାଇ ପ୍ରସ୍ତାବିତ ନଦୀ ଭିତ୍ତିକ ବନ୍ଦରର ସମୀକ୍ଷା କରିଛନ୍ତି । ୫-ଟି ସଚିବ ଭି.କେ ପାଣ୍ଡିଆନଙ୍କ ଅନୁଧ୍ୟାନ ସମୟରେ ବନ୍ଦରର ଅଧ୍ୟକ୍ଷଙ୍କ ସମେତ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ । ମହାକାଳପଡା ବିଧାୟକ, କେନ୍ଦ୍ରାପଡ଼ା ଜିଲ୍ଲାପାଳ ପ୍ରମୁଖ ଉପସ୍ଥିତ ଥିଲେ ।

   Related Posts