Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପ୍ରାର୍ଥୀ ତାଲିକା ଘୋଷଣା କଲେ ମମତା ବାନାର୍ଜୀ : ନନ୍ଦିଗ୍ରାମରୁ ଲଢିବେ ଦିଦି, ମୁସଲିମ ପ୍ରାର୍ଥୀଙ୍କୁ ପ୍ରାଧାନ୍ୟ
  • ||
  • ଆଠଗଡ : କାଜୁ ବଗିଚାରୁ ଅଜଣା ମହିଳାଙ୍କ ମୃତଦେହ ଠାବ, ହତ୍ୟା ନା ଆତ୍ମହତ୍ୟା ?
  • ||
  • ଭଦ୍ରକ : ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୧ କୋଭିଡ୍ ପଜିଟିଭ୍, ୩୩୭୬୨୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେବଗଡ : ଅଭିଯୋଗକାରିଣୀଙ୍କୁ ଲାଞ୍ଚ ମାଗି ନିଲମ୍ବିତ ହେଲେ ଏଏସଆଇ
  • ||
  • ନୀଳଗିରି : ମହିଳା ସମିତି ସଭ୍ୟାଙ୍କୁ ଦୁର୍ବ୍ୟବହାର ଅଭିଯୋଗ, ବିଜେଡି ବିଧାୟକ ପ୍ରାର୍ଥୀଙ୍କ ନାଁରେ ମାମଲା ରୁଜୁ
  • ||
  • ବିନିକା : ସହିପାରିଲେନି ବାପଘରୁ ବିଦା ହେବାର ଦୁଃଖ, କାନ୍ଦି କାନ୍ଦି ଚାଲିଗଲା ନବବଧୂଙ୍କ ଜୀବନ
  • ||
  • ଆଠଗଡ : ବାଇକ୍‌କୁ ଧକ୍କା ଦେଲା ‘ନିଶା’ : ଆରୋହୀ ମୃତ, ବସ୍ ଡ୍ରାଇଭର ଫେରାର
  • ||
  • ବଲାଙ୍ଗିର : ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ବେଡ୍‌ସିଟ୍ ଗୁଡାଇ ଛାତ ଉପରୁ ଫିଙ୍ଗି ଦେଇଥିବା ସନ୍ଦେହ
  • ||
  • ବାରଙ୍ଗ : ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା : ସିନ୍ ରିକ୍ରିଏସନ୍ କଲା ସିବିଆଇ ଟିମ୍, ବିବନ ବଖାଣିଲା ୨୨ବର୍ଷ ତଳର ଲୋମଟାଙ୍କୁରା ଘଟଣା
  • ||

ଖେଳୁଥିବା ବେଳେ ୫ ବର୍ଷର ଶିଶୁକୁ ଉଠାଇନେଲା ଯୁବକ, ଦୁଷ୍କର୍ମ ଅଭିଯୋଗ ଆଣିଲେ ପରିବାରଲୋକ

26/01/2021 at 5:35 PM

ଆଠମଲ୍ଲିକ ୨୬।୧: ଅନୁଗୁଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ଼ ଥାନା ଅନ୍ତର୍ଗତ ପାଇକସାହି ପଞ୍ଚାୟତର ଅଞ୍ଚଳରେ ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ । ପାଞ୍ଚ ବର୍ଷର ନାବାଳିକାଙ୍କୁ ଅନୁଗୋଳ ଅଞ୍ଚଳର ଜଣେ ଯୁବକ ଦୁଷ୍କର୍ମ କରିଥିବା ନେଇ ଠାକୁରଗଡ଼ ଥାନାରେ ଅଭିଯୋଗ ହୋଇଛି ।

ସୂଚନାଯୋଗ୍ୟ ଯେ, ସୋମବାର ନାବାଳିକା ଜଣଙ୍କ ଘର ଆଗରେ ଖେଳୁଥିବା ସମୟରେ ସଂପୃକ୍ତ ଯୁବକ ତାଙ୍କୁ ବାଇକରେ ବସାଇ ଖେଳପଡିଆକୁ ନେଇଯାଇଥିଲା ।  ଘଣ୍ଟାଏ ପରେ ତାଙ୍କୁ ଆଣି ଛାଡି ଚାଲିଯାଇଥିଲେ । ପରେ ନାବାଳିକାଙ୍କ ଅନ୍ତଃବସ୍ତ୍ରରେ ରକ୍ତଲାଗି ଥିବା ଦେଖି ପରିବାର ଲୋକ ତାଙ୍କୁ ଘଟଣା ବିଷୟରେ ପଚାରି ବୁଝିଥିଲେ । ନାବାଳିକା ଜଣଙ୍କ ସବୁ କଥା କହିବା ପରେ ଥାନାରେ ଏତଲା ଦିଆଯାଇଛି । ଏ ସଂପର୍କରେ ଠାକୁରଗଡ଼ ଆଇଆଇସି ପୀତାମ୍ବର ମହାଳିକ କହିଛନ୍ତି ରୁଜୁ କରାଯାଇଛି । ଅଭିଯୋଗ କରାଯାଇଥିବା ଯୁବକ ଫେରାର ଅଛି ।

   Related Posts