Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବରିଷ୍ଠ ସାମ୍ୱାଦିକ ବିନୋଦ ଦୁଆଙ୍କ ପରଲୋକ, କରୋନାରେ ହୋଇଥିଲେ ଆକ୍ରାନ୍ତ
  • ||
  • ଚାଲିପାରିଲାନି ବିଧାନସଭା, ସୋମାବାର ପର୍ଯ୍ୟନ୍ତ ମୁଲତବୀ ଘୋଷଣା କଲେ ବାଚସ୍ପତି
  • ||
  • ଭୁବନେଶ୍ବର : ଚଉଷଠୀ ଯୋଗିନୀ ମା’ ନାରାୟଣୀଙ୍କ ମନ୍ଦିରରୁ ଚୋରି, ମା’ଙ୍କ ମୂର୍ତ୍ତିରୁ ସୁନା ଅଳଙ୍କାର ତାଡି ନେଲେ ଦୁର୍ବୃତ୍ତ
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୬୯୭୦ଜଣ ଭିକାରୀ, ୪୧୨୮ ପୁରୁଷ ଓ ୨୮୪୨ ମହିଳା
  • ||
  • ଭୁବନେଶ୍ବର : ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଓମିକ୍ରନ୍ ଚିହ୍ନଟ ହୋଇନାହିଁ : DMET
  • ||
  • ଭୁବନେଶ୍ବର : ଗୃହରେ ବିରୋଧୀଙ୍କ ପ୍ରତିବାଦ ପ୍ରସଙ୍ଗ, ବିଧାୟିକା ସ୍ନେହାଙ୍ଗୀନି ଛୁରିଆ କହିଲେ- ‘ଏହା ଗଣତନ୍ତ୍ର ପ୍ରତି ସୁସ୍ଥ ବାତାବରଣ ନୁହଁ’
  • ||
  • ଭୁବନେଶ୍ବର : ଦୁର୍ବଳ ହେବାରେ ଲାଗିଛି ବାତ୍ୟା : ରାଜସ୍ବ ମନ୍ତ୍ରୀ
  • ||
  • ଭୁବନେଶ୍ବର : ମମିତା ଝଡ ଧୀରେ ଧୀରେ ମହାବାତ୍ୟା ଆଡକୁ ମୁହାଁଇବ : ବିଷ୍ଣୁ ସେଠୀ
  • ||
  • ପୁରୀ : ପୁରୀ ବେଳାଭୂମିରେ ଲାଗିଲା ରେଡ୍ ଫ୍ଲାଗ୍, ଜନସାଧାରଣଙ୍କୁ ଯିବା ଲାଗି ବାରଣ
  • ||
  • ପଦାର୍ଥ ବିଜ୍ଞାନୀ ପଦ୍ମଭୂଷଣ ତ୍ରିଲୋଚନ ପ୍ରଧାନଙ୍କ ପରଲୋକ
  • ||

ବାପା-ମା’ ଘରେ ନଥିବା ବେଳେ ୫ବର୍ଷର ଶିଶୁକୁ ଉଠାଇ ଆଣି ଦୁଷ୍କର୍ମ ଅଭିଯୋଗ, ଥାନାରେ ମାମଲା

30/07/2021 at 5:32 PM

ସୋର ୩୦।୭: ୫ ବର୍ଷର ଶିଶୁକନ୍ୟାକୁ ଦୁଷ୍କର୍ମ ଭଳି ଏକ ଅମାନବୀୟ ଘଟଣା ସୋର ଅଞ୍ଚଳରେ ଘଟିଥିବା  ଥାନାରେ ଅଭିଯୋଗ ହୋଇଛି । ସବୁଦିନ ଭଳି ଗୁରୁବାର ମଧ୍ୟ ଶିଶୁ କନ୍ୟାଟିର ବାପା-ମା’ କାମ କରିବା ପାଇଁ ବିଲକୁ ଯାଇଥିଲେ। ଶିଶୁଟି ଏକୁଟିଆ ଘରେ ଥିବାର ସୁଯୋଗ ନେଇ ସେହି ଗାଁର ବନ ସିଂଙ୍କ ପୁଅ ମୁନା ସିଂ ଶିଶୁ କନ୍ୟାଟିକୁ ତା ନିଜ ଘରକୁ ଉଠାଇ ନେଇ ଦୁଷ୍କର୍ମ କରିଥିଲା । ଶିଶୁଟିର ବାପା-ମା’ କାମରୁ ଫେରି ଏଭଳି ଘଟଣା ବିଷୟରେ ଜାଣିଥିଲେ । ତେବେ ଗୁରୁବାର ରାତିରେ ଶିଶୁଟି ଯନ୍ତ୍ରଣା ଅନୁଭବ କରିବାରୁ ଶୁକ୍ରବାର ବାପା-ମା’ ଶିଶୁ କନ୍ୟାର ଚିକିତ୍ସା ପାଇଁ ଡାକ୍ତରଖାନା ଆଣିବା ସହ ସୋର ଥାନାରେ ଅଭିଯୋଗ କରିଛନ୍ତି । 

   Related Posts