Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଦନ୍ତା ନଦୀରେ ଭାସି ଗଲା ୫ ବର୍ଷର ଝିଅ, ଉଦ୍ଧାର କାର୍ଯ୍ୟ ଜାରି

27/08/2020 at 7:31 PM

ବରଗଡ଼୨୭/୮: ଦନ୍ତା ନଦୀରେ ଭାସିଗଲା ୫ ବର୍ଷର ଶିଶୁ।  ଏନ୍‌ଡିଆରଏଫ୍‌ ଟିମ୍ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ପାଣିରେ ଭାସି ଯାଇଥିବା ଶିଶୁକନ୍ୟା ହେଉଛନ୍ତି  ଡି. ସତ୍ୟ ରାଜଙ୍କୁ ୫ ବର୍ଷର ଝିଅ ହର୍ଷିନୀ। ବରଗଡ ଜିଲ୍ଲା ସରଲା ଗାଁ ନିକଟରେ ଏଭଳି ଅଘଟଣ ଘଟିଛି। ଛୋଟ ଝିଅର ନିଖୋଜ ପରେ ଦୁଃଖରେ ପରିବାର ଲୋକେ ଭାଙ୍ଗି ପଡିଛନ୍ତି। ବର୍ତ୍ତମାନ ସୁଦ୍ଧା ଉଦ୍ଧାରକାରୀ ଟିମ୍‌ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

   Related Posts