Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ପୁରୀ : ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ, ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ: ସୁରକ୍ଷା ବଳୟରେ ଶ୍ରୀମନ୍ଦିର, ଦର୍ଶନ ପାଇଁ ଭକ୍ତ ବ୍ୟାକୁଳ
  • ||
  • ଭାରତ-ଅଷ୍ଟ୍ରେଲିଆ ପ୍ରଥମ ଦିନିକିଆ : ଟସ୍ ଜିତିଲା ଅଷ୍ଟ୍ରେଲିଆ, ପ୍ରଥମେ କରିବ ବ୍ୟାଟିଂ
  • ||
  • ଚଳିତ ବର୍ଷ ବିନ୍ଦୁସାଗରରେ ଡଙ୍ଗା ଭସା ଉପରେ ରୋକ୍, ନିଷ୍ପତ୍ତି ନେଲା ବିଏମସି
  • ||

ଜୁଆ ଆଡ୍ଡାରେ ଚଢାଉ : ୫୦ରୁ ଅଧିକ ଜୁଆଡି ଗିରଫ

13/10/2019 at 3:02 PM

ଗଞ୍ଜାମ ୧୩/୧୦: ବ୍ରହ୍ମପୁର ସହରରେ ଜୁଆ ଆଡ୍ଡାରେ ଚଢାଉ ହୋଇଛି। ଆଜି ୭ଟି ଜୁଆ ଆଡ୍ଡା ଉପରେ ଚଢାଉ କରି ୫୦ରୁ ଅଧିକ ଜୁଆଡିଙ୍କୁ ଗିରଫ କରିଛି ଟାଉନ ଥାନା ପୋଲିସ । ଏହା ସହ ନଗଦ ୨ଲକ୍ଷ ୪୫ହଜାର ୨୩୦ ଟଙ୍କା ଏବଂ ୨୫ଟି ମୋବାଇଲ ଜବତ ହୋଇଛି ।

ସେହିପରି ରାୟଗଡା ଗୁଣୁପୁରରେ ୩ଟି ଜୁଆ ଆଡ୍ଡାରେ ଚଢାଉ କରାଯାଇ ୨୨ ଜଣଙ୍କୁ ଗିରଫ କରାଯିବା ସହ ୨୫ ହଜାର ଟଙ୍କା ଜବତ କରାଯାଇଛି ।

   Related Posts