Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଞ୍ଜାମ ଦିଗପହଣ୍ଡିରେ ଅପରାଧୀର ଛୁରା ମାଡରେ ଅପରାଧୀ ମୃତ
  • ||
  • ବାଙ୍କୀରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବୋମାମାଡରେ ଜଣଙ୍କର ମୃତ୍ୟୁ
  • ||
  • କେନ୍ଦୁଝର ନୟାକୋଟରେ ସ୍ତ୍ରୀକୁ ଟାଙ୍ଗିଆରେ ହାଣିଲା ସ୍ବାମୀ
  • ||
  • ଗୁଜୁରାଟରେ ସ୍ତ୍ରୀକୁ ହତ୍ୟା ପରେ ଦୁଇ ସନ୍ତାନ ସହ ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲେ ଯୁବକ
  • ||
  • ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୬୯୫ କରୋନା ସଂକ୍ରମିତ
  • ||
  • ଆସୁଛି ଆଉ ଏକ ଲଘୁଚାପ ! ନଭେମ୍ବର ପହିଲାରୁ ପୁଣି ବର୍ଷାର ସମ୍ଭାବନା
  • ||
  • ଆମେରିକୀୟ ନୌସେନା ବିମାନ ଦୁର୍ଘଟଣାଗ୍ରସ୍ତ, ଦୁଇ ପାଇଲଟଙ୍କ ମୃତ୍ୟୁ
  • ||
  • ଭୁଆସୁଣୀ ଛକରେ ସିରିଜ୍ ଦୁର୍ଘଟଣା, ୨ ଗୁରୁତର
  • ||

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୫୦ବଖରା ଘର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

30/05/2019 at 3:51 PM

ମହାକାଳପଡା ୩୦|୫: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ୍ ଜାଲକଣା ଗାଁରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ପ୍ରାୟ ୫୦ ବଖରା ଘର ଜଳି ଭସ୍ମୀଭୂତ ହୋଇଯାଇଛି । ଏହାସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ନିଆଁ ଲିଭାରେ ୨ଟି ଦମକଳ ନିୟୋଜିତ ଅଛନ୍ତି ।

   Related Posts