ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୫୦ବଖରା ଘର ସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

Published By : Prameya-News7 Bureau | May 30, 2019 IST

ମହାକାଳପଡା ୩୦|୫: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ବ୍ଲକ୍ ଜାଲକଣା ଗାଁରେ ଭୟାବହ ଅଗ୍ନିକାଣ୍ଡ ହୋଇଛି । ଅଗ୍ନିକାଣ୍ଡ ଫଳରେ ପ୍ରାୟ ୫୦ ବଖରା ଘର ଜଳି ଭସ୍ମୀଭୂତ ହୋଇଯାଇଛି । ଏହାସହ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । ନିଆଁ ଲିଭାରେ ୨ଟି ଦମକଳ ନିୟୋଜିତ ଅଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.