Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

କେନ୍ଦ୍ରାପଡାରେ ଆଜି ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ

1/06/2020 at 11:32 AM

କେନ୍ଦ୍ରାପଡ଼ା ୦୧।୦୬ : କେନ୍ଦ୍ରାପଡ଼ାରେ ଆଜି ଆଉ ୫୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ଆଜି ଚିହ୍ନଟ ହୋଇଥିବା ସମସ୍ତ ସଂକ୍ରମିତ ବାହାର ରାଜ୍ୟରୁ ଫେରି ସରକାରୀ କ୍ଵାରେଣ୍ଟାଇନରେ ରହୁଥିଲେ l ତେବେ ୫୦ ଜଣଙ୍କ ମଧ୍ୟରୁ ସୁରଟ୍‌ରୁ  ୩୬ ଜଣ , ଚେନ୍ନାଇରୁ ଜଣେ , ଦିଲ୍ଲୀରୁ ୩ ଜଣ , ମୁମ୍ବାଇରୁ ୮ ଜଣ , ଆନ୍ଧ୍ରରୁ ଜଣେ ଓ ଉତ୍ତରପ୍ରଦେଶରୁ ଜଣେ ବ୍ୟକ୍ତି ରହିଛନ୍ତି l

 ଆଜି ଚିହ୍ନଟ ହୋଇଥିବା ୫୦ ସଂକ୍ରମିତଙ୍କୁ ମିଶାଇ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ୧୩୯ରେ ପହଞ୍ଚିଛି l ସମସ୍ତ ଆକ୍ରାନ୍ତଙ୍କୁ କେନ୍ଦ୍ରାପଡ଼ା ସ୍ଥିତ କୋଭିଡ ହସ୍ପିଟାଲକୁ ପଠାଇ ଦିଆଯାଇଛି l ଅନ୍ୟପକ୍ଷରେ ୬୭ ଜଣ ରୋଗୀ ସୁସ୍ଥ ହୋଇ ଘରକୁ ଫେରି ଥିବା ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି l

   Related Posts