Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନାରୁ ଶିଶୁଙ୍କ ସୁରକ୍ଷା ପାଇଁ କମିଟି ଗଠନ, ସବୁ କୋଭିଡ୍ ହସ୍ପିଟାଲ୍ରେ ହେଲ୍ପ ଡେସ୍କ ବାଧ୍ୟତାମୂଳକ
  • ||
  • ଜଟିଳ ହେବାରେ ଲାଗିଛି ଭୁବନେଶ୍ଵରରେ କରୋନା ସ୍ଥିତି, ଆଜି ୧୩୫୩ ପଜିଟିଭ୍ ଚିହ୍ନଟ
  • ||
  • ଜୁନ ୧୫ ଯାଏଁ ଶ୍ରୀମନ୍ଦିର ବନ୍ଦ, ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନର ବଡ ନିଷ୍ପତ୍ତି
  • ||
  • ଆଜି ସୁସ୍ଥରେ ରେକର୍ଡ, ସୁସ୍ଥ ହୋଇ ଘରକୁ ଫେଲେ ୧୨୦୭୭ ଆକ୍ରାନ୍ତ
  • ||
  • ୧୭ ମେ ସୋମବାର ଖୋଲିବ କେଦାରନାଥ ଧାମ କବାଟ ।। ତୀର୍ଥ ପୁରୋହିତ ସୀମିତ ସଂଖ୍ୟକ ଲୋକଙ୍କ ଉପସ୍ଥିତିରେ ବିଧିବିଧାନ ସହ କବାଟ ଖୋଲିବ ।। ପ୍ରଧାନମନ୍ତ୍ରୀଙ୍କ ପକ୍ଷରୁ ଜନତାଙ୍କ କଲ୍ୟାଣ ନିମନ୍ତେ ହେବ ପ୍ରଥମ ପୂଜା ।।
  • ||
  • ଆଗାମୀ ୩ ଦିନରେ ରାଜ୍ୟକୁ ମିଳିବ ଭ୍ୟାକସିନ୍‌ର ୫୧ ଲକ୍ଷ ଡୋଜ୍‌
  • ||
  • ୨୪ରେ ବଙ୍ଗୋପସାଗରରେ ଲଘୁଚାପ, ନେଇପାରେ ଅବପାତର ରୂପ
  • ||
  • ସଂକ୍ରମଣ ସାମାନ୍ୟ କମିଲା : ଦେଶରେ ୨୪ ଘଣ୍ଟାରେ ୩ ଲକ୍ଷ ୧୧ ହଜାରରୁ ଅଧିକ ପଜିଟିଭ୍, ୪୦୭୭ ମୃତ
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧୭୩୨ ପଜିଟିଭ୍
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୯ଜଣଙ୍କ ଜୀବନ, ୨୩୧୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||

ଭୁବନେଶ୍ବରରେ ଚିହ୍ନଟ ହେଲେ ୫୨ କରୋନା ସଂକ୍ରମିତ, ୭୪ ଜଣ ହେଲେ ସୁସ୍ଥ

16/11/2020 at 5:27 PM

ଭୁବନେଶ୍ୱର ୧୬।୧୧: ଭୁବନେଶ୍ୱରରୁ ଚିହ୍ନଟ ହେଲେ ୫୨ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୧୭୯ରେ ପହଞ୍ଚିଛି । ୨୪ ଘଣ୍ଟାରେ ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୨ ଜଣ ରହିଥିବା ବେଳେ ୩୦ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୭୪ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୧୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୬୬୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୯୨୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୯୭ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts