Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

କମୁଛି ସଂକ୍ରମଣ : ଦେଶରେ ୨୪ ଘଣ୍ଟାରେ ବାହାରିଲେ ୫୪ ହଜାରରୁ ଅଧିକ ପଜିଟିଭ୍, ୧୩୨୧ ମୃତ

24/06/2021 at 9:44 AM

ନୂଆଦିଲ୍ଲୀ, ୨୪/୦୬: ଦେଶରେ କରୋନା ସଂକ୍ରମଣ କମିବାରେ ଲାଗିଛି। ୪ ଲକ୍ଷ ଟ୍ରେଣ୍ଡ୍ ପରେ ଦୈନିକ ଆକ୍ରାନ୍ତ ସଂଖ୍ୟା ୨ ଲକ୍ଷ ଓ ଏବେ ୧ ଲକ୍ଷ ତଳକୁ ଖସିଛି । ଏହା ମଧ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୦ ହଜାରରୁ କମ୍ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩୨୧ ଜଣଙ୍କ ମୃତ୍ୟୁ ହୋଇଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ୨୪ ଘଣ୍ଟାରେ ୫୪୦୬୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ କରୋନା ଜନିତ ଦୈନିକ ମୃତ୍ୟୁ ସଂଖ୍ୟା ୧୩୦୦ ଟପିଛି । ୨୪ ଘଣ୍ଟା ମଧ୍ୟରେ ୧୩୨୧ ଜଣଙ୍କ ମୃତ୍ୟୁ ଘଟିଛି । ସେହିପରି ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩କୋଟି ୮୨ ହଜାର ୭୭୮ରେ ପହଞ୍ଚିଛି।

ଏତତ୍ ବ୍ୟତୀତ ମୃତ୍ୟୁସଂଖ୍ୟା ୩ ଲକ୍ଷ ୯୧ ହଜାର ୯୮୧ରେ ପହଞ୍ଚିଛି। ସମୁଦାୟ ଆରୋଗ୍ୟ ସଂଖ୍ୟା ୨ କୋଟି ୯୦ ଲକ୍ଷ ୬୩ ହଜାର ୭୪୦ରେ ପହଁଚିଛି। ଦେଶରେ ଏବେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୬୨୭୦୫୭।

   Related Posts