Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଗସ୍ତି ନୂଆଗାଁ ଓ ଚମାଖଣ୍ଡି ପଞ୍ଚାୟତର ସରପଞ୍ଚ ଏବଂ ସମିତି ସଭ୍ୟ ପ୍ରାର୍ଥୀ ନିର୍ଦ୍ବନ୍ଦରେ ନିର୍ବାଚିତ
  • ||
  • ରାଜ୍ୟରେ ବୁଧବାର ସୁସ୍ଥହେଲେ ଆଉ ୧୦ହଜାର ୭୮ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୮୭୩ ଜଣ ଡିସଚାର୍ଜ
  • ||
  • ପାଟ୍ରୋଲିଂ ଗାଡିକୁ ଚକ୍‌ମା ଦେଇ ଖସିଯିବା ବେଳେ ଗୋଡାଇ ଗୋଡାଇ କାବୁ କଲା ପୋଲିସ: ଅଟୋରୁ ବିପୁଳ ଗଞ୍ଜେଇ ଜବତ, ୫ ଗିରଫ
  • ||
  • ମାତ୍ର ୬୦ ସେକେଣ୍ଡରେ ଜଣାପଡିବ ଶରୀରର ରକ୍ତ ସର୍କରା, ଛୁଞ୍ଚିର ଭୟ ରହିବନି… ଆସିଗଲା ନୂଆ ମେସିନ୍
  • ||
  • ଖଲ୍ଲିକୋଟ : ପଞ୍ଚାୟତ ନିର୍ବାଚନ ପାଇଁ ଗଞ୍ଜାମ ଜିଲ୍ଲାର ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ, ମୈଦାନରେ ୧୩ ହଜାର ୬୭୫ ପ୍ରାର୍ଥୀ
  • ||
  • ସମ୍ବଲପୁର : ଭୀମସାର ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ଗୋଡ ଭାଙ୍ଗିବା ସହ ଶରୀରରେ ଲାଗିଛି ଆଘାତ
  • ||
  • ଭୁବନେଶ୍ବର : ଜାଲ୍‌ ପ୍ରମାଣପତ୍ର ଦେଇ ୩କୋଟି ୬୮ଲକ୍ଷ ଟଙ୍କା ଠକେଇ ଅଭିଯୋଗ, ପିଏନବି ପୂର୍ବତନ ମୁଖ୍ୟ ପରିଚାଳକ ସମେତ ୩ ଗିରଫ
  • ||
  • ଭୁବନେଶ୍ବର : କୋଭିଡ୍‌ର କେବେ ବି ଅନ୍ତ ହେବନାହିଁ : ସ୍ଵାସ୍ଥ୍ୟ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମଣ କମିବା ନେଇ ମିଳିଲାଣି ସଂକେତ : SRC
  • ||
  • ପୁରୀ : ମହିଳାଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ ପଡିଲା ମହଙ୍ଗା, ଅଭିଯୁକ୍ତ ଗିରଫ
  • ||

ଲକ୍‌ଡାଉନ୍‌ ସମୟରେ ଶିଶୁଙ୍କ ସୃଜନଶୀଳତାକୁ ପ୍ରୋତ୍ସାହନ : “ ମୋ ପ୍ରତିଭା “ ରେ ପଞ୍ଜିକରଣ କଲେଣି ୫୪୪୪

8/04/2020 at 8:17 PM

 ଭୁବନେଶ୍ବର ୦୮.୦୪- କୋଭିଡ୍‌୧୯ ଭାଇରସ୍‌ର ଭୟ ଏବେ ସମସ୍ତଙ୍କୁ ଘାରିଛି ।  ସଂକ୍ରମଣ ରୋକିବାରେ କେବଳ ସଚେତନତା, ଘରେ ରହିବା ସହ ସାମାଜିକ ଦୂରତା ଅସ୍ତ୍ର ହୋଇଥିବାରୁ ଏବେ ସମସ୍ତେ ଘରେ । ସେପଟେ ସ୍କୁଲ  ବନ୍ଦରୁ ପିଲାମାନେ ବି ଘରେ ବୋର୍ । ଆଉ ଠିକ୍‌ ଏମିତି ସମୟରେ ପିଲାଙ୍କ ସୃଜନଶୀଳତାକୁ ସାବାସି ଦେବାକୁ ରାଜ୍ୟ ସରକାର ଆରମ୍ଭ କରିଛନ୍ତି  “ମୋ ପ୍ରତିଭା” ।  

୫ରୁ ୧୮ ବର୍ଷ ବୟସର ଶିଶୁ ତଥା କିଶୋରମାନଙ୍କୁ ଲକ୍‌ ଡାଉନ୍‌ ସମୟରେ ସୃଜନଶୀଳ କାର୍ଯ୍ୟରେ ନିୟୋଜିତ ରଖିବା ତଥା ସେମାନଙ୍କ ଅନ୍ତର୍ନିହିତ ପ୍ରତିଭାର ବିକାଶ ନିମନ୍ତେ ଅପ୍ରେଲ୍‌ ୨ ତାରିଖରୁ ଆରମ୍ଭ ହୋଇଥିବା ‘ମୋ ପ୍ରତିଭା’ ଅନ୍‌ଲାଇନ୍‌ ପ୍ରତିଯୋଗିତାରେ ଏ ପର୍ଯ୍ୟନ୍ତ ୫୪୪୪ ଜଣ ବିଭିନ୍ନ ବର୍ଗର ଛାତ୍ରଛାତ୍ରୀ, ଶିଶୁ ଯନି ଅନୁଷ୍ଠାନର ଅନ୍ତେବାସୀ, ଜନଜାତି ବର୍ଗର ଶିଶୁ ଏବଂ କିଶୋରମାନେ ଭାଗ ନେଇଛନ୍ତି ।

   Related Posts