Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

୫୫ ଗୋରୁଙ୍କୁ ମାରିଦେଲେ

3/08/2018 at 12:02 PM

ଖୋର୍ଦ୍ଧା ବାଇପାସ୍ ନିକଟରୁ ଗୋରୁ ବୋଝେଇ କଣ୍ଟେନର ଜବତ । କଣ୍ଟେନରରୁ ୧୩୨ ଗୋରୁ ଉଦ୍ଧାର କରାଯାଇଛି । ବେଆଇନ ଗୋରୁ ଚାଲାଣ ବେଳେ ୫୫ ଗୋରୁଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଉଦ୍ଧାର ଗୋରୁଙ୍କୁ କଟକ ମଙ୍ଗଳାବାଗର ଗୋବର୍ଦ୍ଧନ ଗୋଶାଳାକୁ ପଠାଯାଇଛି । ଗାଡି ନମ୍ବର OD 02 R 1798ରେ ବେଆଇନ ଗୋରୁ ଚାଲାଣ ନେଇ ଖବର ପାଇବା ପରେ ଖୋର୍ଦ୍ଧା ପୋଲିସ ଚଢାଉ କରିଥିଲା । ଘଟଣାସ୍ଥଳରୁ ଗାଡି ଡ୍ରାଇଭର ଫେରାର ହୋଇଯାଇଛି ।

   Related Posts