Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମହାରାଷ୍ଟ୍ର : ଭାରସାମ୍ୟ ହରାଇ ୩୦ ଫୁଟ ଖାଇକୁ ଖସିଲା ବସ୍, ୫ ଜଣଙ୍କ ମୃତ୍ୟୁ, ୩୫ ଆହତ
  • ||
  • କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ ହେଲେ ଗୁଣୁପୁର ତହସିଲଦାର
  • ||
  • ଚେନ୍ନାଇ ସୁପରକିଙ୍ଗ୍ସକୁ ବଡ ଝଟକା, ଆହତ କାରଣରୁ ଆଇପିଏଲ୍‌ର ବାକି ମ୍ୟାଚ୍‌ରୁ ବାଦ୍ ପଡିଲେ ଡ୍ଵେନ ବ୍ରାଭୋ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୯୩୧ କରୋନା ସଂକ୍ରମିତ ଚିହ୍ନଟ
  • ||
  • ୧୨କୋଟି ଟଙ୍କାର ଜିଏସ୍‌ଟି ଠକେଇ ଅଭିଯୋଗ, ବିଭାଗ ପକ୍ଷରୁ ଛାନ୍‌ଭିନ୍‌ ଆରମ୍ଭ
  • ||
  • ବିଜାପୁରରେ ଏନ୍‌କାଉଣ୍ଟର : ଜଣେ ନକ୍ସଲ ନିହତ, ୨ ଯବାନ ଆହତ
  • ||
  • ମାଓବାଦୀଙ୍କ ବର୍ବର କାଣ୍ଡ , ପୋଲିସ ଇନଫର୍ମର ସନ୍ଦେହରେ ଘରୁ ଡାକି ନେଇ ହତ୍ୟା
  • ||

ସମ୍ବଲପୁର ଜିଲ୍ଲାରେ ୫୬ କୋଭିଡ୍ ପଜିଟିଭ୍ ଚିହ୍ନଟ, ସଂକ୍ରମିତଙ୍କ ମଧ୍ୟରେ ୧୦ଶିଶୁ ଓ ୪ କରୋନା ଯୋଦ୍ଧା

31/07/2020 at 2:58 PM

ସମ୍ବଲପୁର ୩୧।୭: ସମ୍ବଲପୁର ଜିଲ୍ଲାରେ ଉପରମୁହାଁ କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ଜିଲ୍ଲାରେ ସର୍ବାଧିକ ୫୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହି ୫୬ ଜଣଙ୍କ ମଧ୍ୟରେ ୧୦ବର୍ଷ ବୟସ ଭିତରେ ୬ ଜଣ ଶିଶୁ ରହିଛନ୍ତି । ୧୧ରୁ ୧୮ ବର୍ଷ ବୟସ ଭିତରେ ୧୪ ଜଣ ସଂକ୍ରମିତ ଚିହ୍ନଟ ହେଲା ପରେ ଜିଲ୍ଲା ପ୍ରଶାସନ ପାଇଁ ଚିନ୍ତା ବଢିଛି ।

ସେହିପରି ଚିହ୍ନଟ ହୋଇଥିବା ୫୬ ଜଣଙ୍କ ମଧ୍ୟରୁ ୪ ଜଣ କୋଭିଡ୍ ଯୋଦ୍ଧା ରହିଛନ୍ତି । ତେବେ ମୋଟ୍ ସଂକ୍ରମିତ ୫୬ ଜଣଙ୍କ ମଧ୍ୟରୁ ସମ୍ବଲପୁର ଷ୍ଟେସନପଡାର କେବଳ ୨୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଆକ୍ଟିଭ ସର୍ଭିଲାନ୍ସ ସମୟରେ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

   Related Posts