Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭ କୋଭିଡ୍ ପଜିଟିଭ୍, ୩୩୭୮୬୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

9/03/2021 at 11:27 AM

ଭୁବନେଶ୍ବର ୦୯।୦୩: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ୫୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୮୬୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୮ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୮୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୨୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୫୧୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୫୧୨୨୩୨ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

   Related Posts