Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ଭୁବନେଶ୍ୱରରୁ ସର୍ବାଧିକ ୫୮୦ କରୋନା ପଜିଟିଭ୍ ଚିହ୍ନଟ, ସ୍ଥାନୀୟ ସଂକ୍ରମିତ ୩୫୯

3/09/2020 at 8:07 PM

ଭୁବନେଶ୍ୱର ୦୩।୯: ଭୁବନେଶ୍ୱରରୁ ଚିହ୍ନଟ ହେଲେ ସର୍ବାଧିକ ୫୮୦ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୫୩ରେ ପହଞ୍ଚିଛି । ଗୁରୁବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୨୨୧ ଜଣ ରହିଥିବା ବେଳେ ୩୫୯ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୩୧୬ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୮୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୫୪୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୨୫୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୫ ଜଣଙ୍କର ମୃତ୍ୟୁ ହୋଇଛି ।

   Related Posts