Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଲୋକସଭାରେ ପାରିତ ହେଲା କୃଷି ଆଇନ ଉଚ୍ଛେଦ ବିଲ୍‌
  • ||
  • କୃଷକଙ୍କୁ ଦଳି ମାରିଲେ ୭ ଦନ୍ତା, ଖଣ୍ଡ ଖଣ୍ଡ କରିଦେଲେ ଶରୀର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||

ଖସୁଛି କରୋନା ଗ୍ରାଫ୍‌ : ଭୁବନେଶ୍ବରରୁ ଦିନକରେ ୫୯୨ ଆକ୍ରାନ୍ତ ଚିହ୍ନଟ, ୧୨୫୫ ସୁସ୍ଥ

5/06/2021 at 7:50 PM

ଭୁବନେଶ୍ବର ୦୫/ ୦୬ : ରାଜଧାନୀ ଭୁବନେଶ୍ବରରେ କରୋନା ସଂକ୍ରମଣ ଗ୍ରାଫ ଧିରେ ଧିରେ ଖସୁଛି । ଆକ୍ରାନ୍ତଙ୍କ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଏହି କ୍ରମରେ ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୫୯୨ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୧୦ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୪୮୨ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୭୯,୯୧୯ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୭୦,୦୮୨ ଜଣ ସୁସ୍ଥ ହୋଇସାରିଛନ୍ତି । ୩୫୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୯ ହଜାର ୪୬୫ ଆକ୍ଟିଭ୍ କେସ୍ ରହିଛି । ସେହିଭଳି ୨୪ ଘଣ୍ଟା ମଧ୍ୟରେ ରାଜଧାନୀ ଭୁବନେଶ୍ବରରୁ ୧୨୫୫ ଜଣ ସୁସ୍ଥ ହୋଇ ଫେରିଛନ୍ତି ।

   Related Posts