Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

କଟକରେ 5T ସଚିବ : ସମ୍ପ୍ରସାରଣ କାର୍ଯ୍ୟ ଅଗ୍ରଗତିର ତଦାରଖ କଲେ ଭିକେ ପାଣ୍ଡିଆନ୍

9/10/2020 at 10:14 AM

କଟକ ୯।୧୦ : କଟକ ଜିଲ୍ଲା ଗସ୍ତ କରିଛନ୍ତି 5T ସଚିବ ଭିକେ ପାଣ୍ଡିଆନ। 5T ସଚିବ ଭିକେ ପାଣ୍ଡିଆନ ସ୍ଥିତି ସମୀକ୍ଷା କରିଛନ୍ତି। ତାଳଦଣ୍ଡା କେନାଲ ସମ୍ପ୍ରସାରଣ କାର୍ଯ୍ୟ ସମୀକ୍ଷା କରିଛନ୍ତି। ସମ୍ପ୍ରସାରଣ କାର୍ଯ୍ୟ ଅଗ୍ରଗତିର ତଦାରଖ କଲେ ସଚିବ ଭିକେ ପାଣ୍ଡିଆନ୍।

ଆଜି ଭୋର ସମୟରେ 5T ସଚିବ ଭିକେ ପାଣ୍ଡିଆନ କଟକ ଛତ୍ରବଜାର ଗସ୍ତ କରି ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା ଓ ତଦାରଖ କରିଛନ୍ତି। ତାଳଦଣ୍ଡା କେନାଲର ଅଗ୍ରଗତିର ସମ୍ପର୍କରେ ସମୀକ୍ଷା କରିଛନ୍ତି। ତାଳଦଣ୍ଡା କେନାଲ ରୋଡକୁ ୩ ଲେନ୍‌ ବିଶିଷ୍ଟ କରିବାକୁ ଲକ୍ଷ୍ୟ ରଖାଯାଇଛି। ଏହି ରୋଡ କଟକ ରିଙ୍ଗ୍‌ ରୋଡ଼କୁ ସଂଯୋଗ କରିବ। ଏହାଦ୍ବାରା ଏସ୍‌ସିବି ମେଡିକାଲ୍‌କୁ ରୋଗୀଙ୍କ ଯାତାୟତ ସୁବିଧା ଓ ସରଳ ହେବ। 5T ସଚିବ ଭିକେ ପାଣ୍ଡିଆନଙ୍କ ସହ ଜିଲ୍ଲାପାଳ, ଆରଡିସି, ପୂର୍ତ୍ତ ଓ ଶକ୍ତି ବିଭାଗର ସଚିବ ଏବଂ ସ୍ବାସ୍ଥ୍ୟ ବିଭାଗର ପ୍ରତିନିଧି ଉପସ୍ଥିତ ଥିଲେ।

   Related Posts