Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

କୋଣାର୍କ ମନ୍ଦିର ଅଚାନକ ପରିଦର୍ଶନ କଲେ 5-T ସଚିବ ଭି.କେ. ପାଣ୍ଡିଆନ୍

9/01/2020 at 9:35 AM

କୋଣାର୍କ ୯।୧:  କୋଣାର୍କ ମନ୍ଦିର ଅଚାନକ ପରିଦର୍ଶନ କଲେ 5-T ସଚିବ ଭି.କେ. ପାଣ୍ଡିଆନ୍ । କୋଣାର୍କ ମନ୍ଦିରରେ ପହଞ୍ଚି ମନ୍ଦିର ପରିଦର୍ଶନ କରିବା ସହ ଉନ୍ନୟନମୂଳକ କାମର ଅନୁଧ୍ୟାନ କରିଛନ୍ତି ।

ଆଜି ସକାଳୁ ସକାଳୁ ଭି.କେ. ପାଣ୍ଡିଆନ୍ ଅଧିକାରୀମାନଙ୍କ ସହ ଏଠାରେ ପହଞ୍ଚି ଉନ୍ନୟନମୂଳକ କାମର ଅନୁଧ୍ୟାନ କରିଛନ୍ତି । ସଚିବଙ୍କ ଗସ୍ତ ସମୟରେ ପୁରୀ ଜିଲ୍ଲାପାଳ ବଲୱନ୍ତ ସିଂ ଓ ପୁରୀ କୋଣାର୍କ ଉନ୍ନୟନ କର୍ତ୍ତୃପକ୍ଷଙ୍କ  ଚେୟାରମ୍ୟାନ୍  କ୍ରିଷନ କୁମାର ପ୍ରମୁଖ ମଧ୍ୟ ଉପସ୍ଥିତ ଥିଲେ ।

   Related Posts