Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ସୋନପୁର ଓ ବଲାଙ୍ଗୀର ଜିଲ୍ଲା ଗ୍ରସ୍ତରେ ୫ଟି ସଚିବ

7/11/2019 at 12:43 PM

ସୋନପୁର ୭।୧୧:  ଆଜି 5-T ସଚିବ ଭି. କାର୍ତ୍ତିକେୟନ ପାଣ୍ଡିଆନ ସୋନପୁର  ଓ ବଲାଙ୍ଗୀର ଜିଲ୍ଲା ଗ୍ରସ୍ତ କରିଛନ୍ତି । ଗସ୍ତ ସମୟରେ ଜିଲ୍ଲା ଚିକିତ୍ସାଳୟରେ ସ୍ୱାସ୍ଥ୍ୟସେବା ଓ  ଭିତ୍ତିଭୂମିର ଅନୁଧ୍ୟାନ କରିଛନ୍ତି 5-T ସଚିବ ।

ଚିକିତ୍ସାଳୟରେ ବିଭିନ୍ନ ଓ୍ୱାର୍ଡ ବୁଲିବା ସହ ରୋଗୀ ସେବାରେ ଉପୁଜୁଥିବା ବିଭିନ୍ନ ସମସ୍ୟା ନେଇ ମେଡିକାଲ କର୍ତ୍ତୁପକ୍ଷଙ୍କ ସହ ଆଲୋଚନା କରିଛନ୍ତି ।ରାଜ୍ୟ ସରକାରଙ୍କ ଅନୁଦାନରେ ଚାଲିଥିବା ବିଭିନ୍ନ ଉନ୍ନୟନ କାମର ତଦାରଖ ମଧ୍ୟ କରିଥିଲେ । NRHM ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ , ସି.ଡି.ଏମ ଓ ଅତିରିକ୍ତ ଜିଲ୍ଲାପାଳ ମଧ୍ୟ ଉପସ୍ଥିତ ରହି ଥିଲେ ।

   Related Posts