Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଦିନିକିଆ ପୁରୀ ଗସ୍ତରେ ୫ଟି ସଚିବ, ଶ୍ରୀମନ୍ଦିର ଚାରିପଟେ ଚାଲିଥିବା ଉନ୍ନତିକରଣ କାର୍ଯ୍ୟର କଲେ ସମୀକ୍ଷା

6/11/2021 at 12:17 PM

ପୁରୀ,୦୬/୧୧:   ପୁରୀ ଗସ୍ତରେ ୫ଟି ସଚିବ ଭି. କେ ପାଣ୍ଡିଆନ୍ । ଶନିବାର ସକାଳେ ୫ଟି ସଚିବ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି  । ଏହି ଅବସରରେ ସେ ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ଉନ୍ନତିକରଣ କାର୍ଯ୍ୟ ସମ୍ପର୍କରେ ସେବାୟତଙ୍କ ସହ ଆଲୋଚନା କରିବା ସହ ସମୀକ୍ଷା ମଧ୍ୟ କରିଛନ୍ତି ।

ପୁରୀକୁ ବିଶ୍ୱ ପର୍ଯ୍ୟଟନରେ ସ୍ଥାନ ଦେବାକୁ ଜୋରଦାର ପ୍ରୟାସ କରୁଛନ୍ତି ରାଜ୍ୟ ସରକାର  । ଅନେକ ଉନ୍ନତିମୂଳକ କାର୍ଯ୍ୟ ହାତକୁ ନିଆଯାଇଛି । ଲଗାତର ଭାବେ ସରକାରଙ୍କ ବରିଷ୍ଠ ଅଧିକାରୀ ପୁରୀ ଗସ୍ତ କରି କାର୍ଯ୍ୟର ସମୀକ୍ଷା କରିବା ସହ ବିଭିନ୍ନ ବର୍ଗଙ୍କ ସହ ଆଲୋଚନା କରୁଛନ୍ତି ।

ଶନିବାର ୫ଟି ସଚିବ ଦିନିକିଆ ପୁରୀ ଗସ୍ତ କରିଛନ୍ତି । ଏହି ଅବସରରେ ସେ ଶ୍ରୀମନ୍ଦିର ଚତୁଃପାର୍ଶ୍ବରେ ଉନ୍ନତିକରଣ କାର୍ଯ୍ୟ ସମ୍ପର୍କରେ ସେବାୟତଙ୍କ ସହ ଆଲୋଚନା କରିବା ସହ ସମୀକ୍ଷା ମଧ୍ୟ କରିଛନ୍ତି ।  ତାଙ୍କ ଗସ୍ତ ସମୟରେ ଶ୍ରୀ ଜଗନ୍ନାଥ ସେନା ପକ୍ଷରୁ ପୁରୀର ନାମ ପରିବର୍ତ୍ତନ କରି ଶ୍ରୀଜଗନ୍ନାଥ ଧାମ୍ ପୁରୀ କରିବାକୁ  ଦାବିପତ୍ର ଦିଆଯାଇଛି । ଏହି ବିଷୟରେ ବିଚାର କରାଯିବା ସହ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇବେ ବୋଲି ୫ଟି ସଚିବ ପ୍ରତିଶ୍ରୁତି ଦେଇଥିବା ସୂଚନା ମିଳିଛି।

   Related Posts