Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କରୋନା ସଂକ୍ରମଣ ରୋକିବାକୁ ସଜାଗ ବଲାଙ୍ଗୀର ପ୍ରଶାସନ, ସଚେତନତା ସହ ଷ୍ଟେସନରେ ଯାଞ୍ଚ୍ ପ୍ରକ୍ରିୟା ଜୋରଦାର୍
  • ||
  • ନବୀନଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପିଏମ୍ କିଷାନ ସମ୍ମାନ ନିଧି ଯୋଜନାରେ ଲୋଡିଲେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ
  • ||
  • କରୋନା ସଂକ୍ରମଣ ରୋକିବାକୁ ସମ୍ବଲପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ଜାରି ହେଲା ନୋଟିସ, ସନ୍ଧ୍ୟା ୭ଟା ୩୦ ସୁଦ୍ଧା ହଷ୍ଟେଲ ଫେରିବାକୁ ଛାତ୍ରଙ୍କୁ ନିର୍ଦ୍ଦେଶ
  • ||
  • ଚିକିତ୍ସା ଅବହେଳାରୁ ୨ ନବଜାତ ଶିଶୁ ପୁତ୍ର ମୃତ ! ନର୍ସ ଓ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲେ ବାପା
  • ||
  • ଓଲଟି ପଡିଲା ପ୍ରିନ୍ସ, ମୃତ୍ୟୁ ମୁଖରୁ ବର୍ତ୍ତିଲେ ୪୬ ଯାତ୍ରୀ
  • ||
  • ଷ୍ଟିୟରିଂ ଉପରୁ ନିୟନ୍ତ୍ରଣ ହରାଇଲେ ଡ୍ରାଇଭର, ଓଲଟି ପଡିଲା ଟ୍ରକ, ୬ ଶ୍ରମିକ ମୃତ
  • ||

ଏସସିବିରେ 5-T ସଚିବ ଭି.କେ. ପାଣ୍ଡିଆନ, ସ୍ବାସ୍ଥ୍ୟସେବା ଓ ଭିତ୍ତିଭୂମିର କଲେ ଅନୁଧ୍ୟାନ

6/11/2019 at 7:09 AM

କଟକ ।୧୧: କଟକ ଏସସିବି ମେଡିକାଲରେ 5-T ସଚିବ ଭି.କେ. ପାଣ୍ଡିଆନ । ଆଜି ଭୋର ୪ଟା ସମୟରେ 5-T ସଚିବ ଏସସିବିକୁ ଗସ୍ତ କରିଥିଲେ । 5-T ସଚିବଙ୍କ ସମେତ ସଚିବ କ୍ରୀଷନକୁମାର, ସ୍ବାସ୍ଥ୍ୟ ସଚିବ ପ୍ରମୋଦ କୁମାର ମେହେର୍ଦ୍ଦା ଓ ଏନ.ଆର.ଏଚ.ଏମ ସାଲିନ ପଣ୍ଡିତ ମଧ୍ୟ ଏସସିବି ଗସ୍ତ କରିଛନ୍ତି ।

ପ୍ରଥମେ ଏସସିବିର ଜରୁରୀକାଳୀନ ବିଭାଗରେ ପହଞ୍ଚିଥିଲେ । ଏହାପରେ ଏସସିବିକୁ ଥିବା ରାସ୍ତା ଓ ପଡିଆକୁ ବୁଲି ଭିତ୍ତିଭୂମି ଓ ଚିକିତ୍ସା ବ୍ୟବସ୍ଥାର ଯାଞ୍ଚ କରିଥିଲେ । ଏହାପରେ ଏସସିବିର ବିଭିନ୍ନ କର୍ତ୍ତୃପକ୍ଷଙ୍କୁ ନେଇ ପ୍ରିନ୍ସପାଲ ଅଫିସ ପରିସରରେ ଏକ ବୈଠକ ହୋଇଥିଲା । ମେଡିକାଲର ଭିତ୍ତିଭୂମିର ଉନ୍ନତି ଲାଗି କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି ।

ତେବେ ଆଜି ଅପରାହ୍ନରେ ଭୁବନେଶ୍ବରରେ ଏସସିବି ସମ୍ପର୍କୀତ ବୈଠକ ହେବ ବୋଲି ସୂଚନା ମିଳିଛି ।

   Related Posts