Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ରାଜଧାନୀରେ ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌

17/01/2021 at 8:29 AM

ଭୁବନେଶ୍ୱର ୧୭।୦୧: ସ୍କୁଲ ପରିଦର୍ଶନ କଲେ ୫-ଟି ସଚିବ । ରାଜଧାନୀରେ ବିଭିନ୍ନ ସ୍କୁଲ ପରିଦର୍ଶନ କଲେ ୫-ଟି ସଚିବ ଭି.କେ ପାଣ୍ଡିଆନ୍‌ । ଶିକ୍ଷକ ଓ ସ୍କୁଲ ପରିଚାଳନା କମିଟି ସହ ବିଭିନ୍ନ ପ୍ରସଙ୍ଗ ନେଇ ୫-ଟି ସଚିବ ଆଲୋଚନା କରିଛନ୍ତି । ଗସ୍ତ ସମୟରେ ୫-ଟି ସଚିବଙ୍କ ସହ ବିଏମ୍‌ସି କମିଶନର ମଧ୍ୟ ଉପସ୍ଥିତ ରହିଥିଲେ ।

ତେବେ ୫-ଟି ସଚିବଙ୍କ ଏହି ଗସ୍ତ ସମୟରେ  କ୍ୟାପିଟାଲ ହାଇସ୍କୁଲ , ଯୁନିଟ-୬, ଯୁନିଟ-୧, ଆଇଆରସି ଭିଲେଜ୍ ହାଇସ୍କୁଲ ପରିଦର୍ଶନ କରିଛନ୍ତି । ସେହିପରି ୟୁନିଟ-୯ ବାଳିକା ହାଇସ୍କୁଲ ମଧ୍ୟ ପରିଦର୍ଶନ କରିଛନ୍ତି । ସ୍କୁଲ ଗସ୍ତ ସମୟରେ ଶିକ୍ଷକ ଓସ୍କୁଲ ପରିଚଳନା କମିଟି ସଦସ୍ୟମାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ୫-ଟି ସଚିବ । ମୋ ସ୍କୁଲ କାର୍ଯ୍ୟକ୍ରମର ଅନୁଧ୍ୟାନ ମଧ୍ୟ କରିଛନ୍ତି ୫-ଟି ସଚିବ ।  

   Related Posts