Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ଆସାମରେ ଭୂକମ୍ପ : ରିକ୍ଟର ସ୍କେଲରେ ତୀବ୍ରତା ୬.୪, କ୍ଷୟକ୍ଷତି ହୋଇନଥିବା ସୂଚନା

28/04/2021 at 9:11 AM

ଆସାମରେ ସୌତିନପୁରରେ ଭୟାବହ ଭୂକମ୍ପ । ରେକ୍ଟର ସ୍କେଲରେ ତୀବ୍ରତା ୬.୪ ଭୂମିକମ୍ପ ଅନୁଭୂତ ହୋଇଛି । ସକାଳ ୭.୫୧ ଭୟଙ୍କର ଶବ୍ଦରେ ଥରିଉଠିଥିଲା ମାଟି । ଭୂକମ୍ପର ଝଟକା ଅନୁଭୂତ କରିଥିଲେ ସେଠାକାର ଲୋକେ । ତେବେ ଏଥିରେ କୌଣସି କ୍ଷୟକ୍ଷତି ହୋଇନଥିବା ସୂଚନା ରହିଛି । ପ୍ରାୟ ୨ମିନିଟ ଧରି ଲାଗିରହିଥିଲା ଏହାର ତୀବ୍ରତା ।

ଘଟଣା ଜାଣିବା ପରେ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନେବାଲ, କେଉଁ ଜିଲ୍ଲାରେ କଣ କ୍ଷୟକ୍ଷତି ହୋଇଛି ସେସବୁ ଆକଳନ କରୁଛନ୍ତି । ଟ୍ୱିଟ୍ କରି ସେ ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି କାହାରି କିଛି ଅସୁବିଧା ନହେବ ସେସବୁର ବ୍ୟବସ୍ଥା କରାଯାଉଛି ।

   Related Posts