ରାଜ୍ୟ ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହେଲା ଆଉ ୬ଟି ବିଭାଗ : ମୋ ସରକାର ଅଧିନକୁ ଆସିଲା କାଳିଆ

Published By : Prameya-News7 Bureau | December 01, 2019 IST

ଭୁବନେଶ୍ବର ୧/୧୨: ରାଜ୍ୟ ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହେଲା ଆଉ ୬ଟି ବିଭାଗ । ସେହି ବିଭାଗ ଗୁଡ଼ିକ ହେଉଛି ବାଣିଜ୍ୟ ଓ ପରିବହନ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗକୁ  ସାମିଲ କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.