Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୦୧ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୪ କୋଭିଡ୍ ସଂକ୍ରମିତ, ୩୩୩୪୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଲକ୍ଷ୍ନୌ : ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଶହିଦ ଏକ୍ସପ୍ରେସ୍‌ର ୨ଟି ବଗି ଲାଇନ୍‌ଚ୍ୟୁତ
  • ||
  • କେନ୍ଦୁଝର : ସ୍ତ୍ରୀକୁ ପିଟିପିଟି ମାରିଦେଲା ସ୍ବାମୀ, ଅଭିଯୁକ୍ତ ଅଟକ
  • ||
  • ଖସୁଛି କରୋନା ଗ୍ରାଫ୍‌, ଦେଶରେ ଗତ ୨୪ଘଣ୍ଟାରେ ୧୩,୭୮୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ବିଶିଷ୍ଟ ଶ୍ରମିକ ନେତା ଲଳିତ ନାୟକଙ୍କ ପରଲୋକ
  • ||
  • କେନ୍ଦୁଗୁଡ଼ା ଘାଟିରେ ଓଲଟିଲା ଟୁରିଷ୍ଟ ବସ୍ : ଜଣେ ମୃତ , ୧୦ ରୁ ଅଧିକ ଆହତ
  • ||

ରାଜ୍ୟ ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହେଲା ଆଉ ୬ଟି ବିଭାଗ : ମୋ ସରକାର ଅଧିନକୁ ଆସିଲା କାଳିଆ

1/12/2019 at 4:03 PM

ଭୁବନେଶ୍ବର ୧/୧୨: ରାଜ୍ୟ ସରକାରଙ୍କ ମୋ ସରକାର କାର୍ଯ୍ୟକ୍ରମରେ ସାମିଲ ହେଲା ଆଉ ୬ଟି ବିଭାଗ । ସେହି ବିଭାଗ ଗୁଡ଼ିକ ହେଉଛି ବାଣିଜ୍ୟ ଓ ପରିବହନ ବିଭାଗ, ଗୃହ ଓ ନଗର ଉନ୍ନୟନ ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ଏବଂ ମହିଳା ଓ ଶିଶୁ ବିକାଶ ବିଭାଗକୁ  ସାମିଲ କରାଯାଇଛି।

   Related Posts