Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅକ୍ଟୋବର-ନଭେମ୍ବର ମାସର ପାର୍ବଣ ଗାଇଡ୍‌ଲାଇନ୍‌, ମୂର୍ତ୍ତି ବିସର୍ଜନରେ ରହିବେ ଏତିକି ଲୋକ, ହବିଷ୍ୟାଳୀଙ୍କୁ ମନ୍ଦିର ମନା
  • ||
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

ରାସ୍ତା ଉପରେ ଲହଡି ମାରୁଛି ୪ ଫୁଟ ପାଣି: ଅନେକ ଗାଁ ଜଳମଗ୍ନ, ଯାତାୟତ ଠପ୍

14/09/2021 at 9:09 AM

ଆଠଗଡ ୧୪/୦୯: ଲଗାଣ ବର୍ଷାରେ ବେହାଲ ସାରା ରାଜ୍ୟ । ଫଳରେ ସବୁଆଡେ ପାଣି ପଶି ଜଳବନ୍ଦୀ ପରିସ୍ଥିତି ସୃଷ୍ଟି ହୋଇଛି । ଫଳରେ ପୁରୁଣା କଟକ ସମ୍ବଲପୁର ରାସ୍ତାର ଆଠଗଡ-ଦହିସରା-ମାଧପୁର ଠାରେ ରାସ୍ତା ଉପରେ ଲହଡି ମାରୁଛି ୪ ଫୁଟର ପାଣି ।

ସେହିଭଳି କଣ୍ଟିଆ ନଦୀରେ ବନ୍ୟା ଯୋଗୁଁ ପାଣି ପଶିଛି । ନିଧିପୁର ଗଡାରେ ୪ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି । ଏଥିପାଇଁ ଯାତାୟାତ ସଂପୂର୍ଣ୍ଣ ଠପ୍ ହୋଇ ରହିଛି । ଏହାସହ ବିଭିନ୍ନ ଗାଁ ମଧ୍ୟ ଜଳମଗ୍ନ ଅବସ୍ଥାରେ ରହିଛି । ସ୍ଥାନୀୟ ଅଞ୍ଚଳରେ ଦୟନୀୟ ଅବସ୍ଥାରେ ଅଛନ୍ତି ଲୋକେ ।

   Related Posts