Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ସଂକ୍ରମଣ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୬୬୯ ଆକ୍ରାନ୍ତ
  • ||
  • ସରକାର ଓ କୃଷକଙ୍କ ମଧ୍ୟରେ ପ୍ରଥମ ବୈଠକ ବିଫଳ: ପୁଣି ଡିସେମ୍ବର ୩ରେ ଉଭୟ ପକ୍ଷ ମଧ୍ୟରେ ଆଲୋଚନା, ଜାରି ରହିବ ଆନ୍ଦୋଳନ
  • ||
  • ସୋର : ବାଇକ୍ ଉପରେ ମାଡିଗଲା କାର୍, ୩ ଗୁରୁତର
  • ||
  • କଣ୍ଟାବାଞ୍ଝି : ରାସ୍ତା କଡ ସିମେଣ୍ଟ ଖୁଣ୍ଟରେ ପିଟିହେଲା ବାଇକ୍ଦୁ, ଦୁଇ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଟ୍ରକ୍‌କୁ ୮୭ ହଜାର ଟଙ୍କା ଫାଇନ୍, ପରମିଟ୍ ନଥାଇ ପରିବହନ ହେଉଥିଲା ଅଧିକ ଓଜନର ସାମଗ୍ରୀ
  • ||
  • ଆଠମଲ୍ଲିକ : ବାଇକ୍‌କୁ ଧକ୍କା ଦେଲା ପିକ୍‌ଅପ୍ ଭ୍ୟାନ୍, ଦୁଇ ବାଇକ୍ ଆରୋହୀଙ୍କ ମୃତ୍ୟୁ
  • ||
  • ସୋର : ଟ୍ରକ୍ ଚାପାରେ ମା’ ମୃତ, ବାପା-ପୁଅ ଗୁରୁତର
  • ||
  • ସାନଖେମୁଣ୍ଡି : ଦାଦା ବଟି ମାଗିବା ଅଭିଯୋଗରେ ଯୁବକ ଗିରଫ, ମାଉଜର ଓ ଅଫୁଟା ଗୁଳି ଜବତ
  • ||
  • ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୪୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୩୭୮ କରୋନା ସଂକ୍ରମିତ, ୩୧୯୧୦୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

15/09/2019 at 9:26 AM

ସମ୍ବଲପୁର ୧୫/୯: ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ସକାଳୁ ୮ଟି ଗେଟ୍ ଦେଇ ନିଷ୍କାସନ ଚାଲିଥିବା ବେଳେ ୨ଟି ଗେଟ୍ ବନ୍ଦ କରାଯାଇଛି । ବାମ ପାର୍ଶ୍ବରେ ୪ ଓ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଚାଲିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୮.୦୪ ଫୁଟ୍ ରହିଛି ।

ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ  ୧ ଲକ୍ଷ ୩୮ ହଜାର ୧୮୨ କ୍ୟୁସେକ୍ ଜଳ ପ୍ରବେଶ କରୁଛି । ସେହିପରି ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୧ ଲକ୍ଷ ୫୦ ହଜାର ୮୮୭ କ୍ୟୁସେକ୍ ଜଳ ।

   Related Posts