ମମିତା ମେହେରଙ୍କ ହତ୍ୟାକାଣ୍ଡ ପ୍ରତିବାଦ : ୬ ଘଣ୍ଟିଆ ବରଗଡ ବନ୍ଦ

Published By : Prameya-News7 Bureau | October 26, 2021 IST

ବରଗଡ ୨୬।୧୦: ୬ ଘଣ୍ଟିଆ ବରଗଡ ବନ୍ଦ । କଳାହାଣ୍ଡି ଜିଲ୍ଲା ମହାଲିଙ୍ଗ ସ୍ଥିତ ସନସାଇନ୍ କଲେଜର ଅଧ୍ୟକ୍ଷା ମମିତା ମେହେରଙ୍କ ହତ୍ୟାକାଣ୍ଡ ପ୍ରତିବାଦରେ ବନ୍ଦ ପାଳନ କରାଯାଉଛି । ଏହାସହ ସମସ୍ତ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦାବିରେ ଭୁଲିଆ ସଂଘ ବରପାଲି ପକ୍ଷରୁ ବନ୍ଦ ଡାକରା ଦିଆଯାଇଥିଲା ।

{"id":533284,"width":753,"height":414,"sizeSlug":"full","linkDestination":"none"}

ମଙ୍ଗଳବାର ସକାଳ ୬ଟା ସମୟରୁ ଦିନ ୧୨ଟା ସମୟ ପର୍ଯ୍ୟନ୍ତ ୬ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । ସମସ୍ତ ବ୍ୟବସାୟିକ ପ୍ରତିଷ୍ଠାନ ବନ୍ଦ ରହିଛି । ଏହାସହ ଦୋକାନ ବଜାର ମଧ୍ୟ ବନ୍ଦ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.