Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୫ ବର୍ଷ ପରେ ଦୁର୍ଲଭ ନାଗାର୍ଜୁନ ବେଶରେ ସଜେଇ ହେବେ ଶ୍ରୀଜିଉ, ଆରମ୍ଭ ହେଲା ପ୍ରସ୍ତୁତି
  • ||
  • କୋଇଲା ଖଣି ଆବଣ୍ଟନ ଦୁର୍ନୀତି ମାମଲାରେ ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀପ ରାୟଙ୍କୁ ମିଳିଲା ଜାମିନ
  • ||
  • ମାଲକାନଗିରି : ମାଟି ତଳୁ ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ବିସ୍ଫୋରକ ସାମଗ୍ରୀ ଜବତ
  • ||
  • ରାଜନଗର : ଭୋଗ ଖାଇ ୧୫୦ ଅସୁସ୍ଥ, ୩୦ ଜଣଙ୍କ ଅବସ୍ଥା ଗୁରୁତର
  • ||
  • ପାରାଦୀପ : ସମୁଦ୍ରରେ ବୁଡିଗଲା ମାଛଧରା ଟ୍ରଲର, ୫ ମତ୍ସ୍ୟଜୀବୀ ଉଦ୍ଧାର, ୪ ନିଖୋଜ
  • ||
  • ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ଆଉ ୧୪୮୦କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରେନ୍‌ରେ କଟି ବାପା-ଝିଅ-ପୁଅର ମୃତ୍ୟୁ, ଆତ୍ମହତ୍ୟା ସନ୍ଦେହ
  • ||
  • ବାଇକ୍‌କୁ ଧକ୍କାଦେଲା ହାଇଓ୍ୱା ଟ୍ରକ, ଆରୋହୀ ମୃତ
  • ||

ବୋଲେରୋକୁ ଧକ୍କା ଦେଲା ପତ୍ର ବୋଝେଇ ଟ୍ରକ: ୬ ଆହତ

23/01/2020 at 12:06 PM

ସୋର୨୩/୧: ରାତି ଦେଢଟାରେ ସୋର ଥାନା ୧୬ନଂ ଜାତୀୟ ରାଜପଥ ଛଅପୋଲିଆ ଠାରେ ଘଟିଛି ଦୁର୍ଘଟଣା। ସୋର ଟ୍ରେଜେରୀ କଲୋନୀ କୁ ଫେରୁଥିବା ବରଯାତ୍ରୀମାନେ ଦୁର୍ଘଟଣାରେ ଶିକାର ହୋଇଛନ୍ତି।

ଗୁରୁତରମାନଙ୍କୁ ସୋର ଡାକ୍ତରଖାନାରୁ କଟକ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣା ସ୍ଥଳରୁ ଆହତମାନଙ୍କୁ ସୋର ପୁଲିସ ଉଦ୍ଧାର କରି ଚିକିତ୍ସା ପାଇଁ ସୋର ଡାକ୍ତରଖାନାରେ ଭର୍ତ୍ତି କରିଥିଲା।

   Related Posts