Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ଇଣ୍ଡୋନେସିଆରେ ଜାହାଜ ବୁଡିଯିବାରୁ ୬ ଜଣଙ୍କର ମୃତ୍ୟୁ, ୭ ନିଖୋଜ

30/06/2021 at 10:40 AM

ନୂଆଦିଲ୍ଲୀ ୩୦/୦୬: ଇଣ୍ଡୋନେସିଆର ବାଲି ଉପକୂଳରେ ଏକ ଯାତ୍ରୀବାହୀ ଜାହାଜ ବୁଡ଼ିଯିବାରୁ ୬ ଜଣଙ୍କର ମୃତ୍ୟୁ ଘଟିଛି। ନ୍ୟୁଜ୍ ଏଜେନ୍ସି ମଙ୍ଗଳବାର ଦିନ ସ୍ଥାନୀୟ ପୋଲିସ ମୁଖପାତ୍ରଙ୍କ ଉଦ୍ଦ୍ୟେଶ୍ୟରେ କହିଛନ୍ତି ଯେ ବାଲି ଉପକୂଳରେ ଏକ ଯାତ୍ରୀବାହୀ ଜାହାଜ ବୁଡ଼ିଯିବା ଫଳରେ ୬ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣାରେ ତିନି ପୁରୁଷ ଏବଂ ତିନି ମହିଳାଙ୍କ ସମେତ ୬ ଜଣଙ୍କର ମୃତ୍ୟୁ ହୋଇଥିବା ସେ କହିଛନ୍ତି।

ଜାହାଜରେ ୪୧ ଜଣ ଯାତ୍ରୀ ଏବଂ ୧୫ ଜଣ ଚାଳକ ଦଳ ଥିବା ଜଣାଯାଇଛି। ଜାହାଜଟି ବାଲିର ଗିଲିମାନୁକ୍ ବନ୍ଦରକୁ ଯାଉଥିଲା, କିନ୍ତୁ ଗନ୍ତବ୍ୟ ସ୍ଥଳରେ ପହଞ୍ଚିବା ପୂର୍ବରୁ ବୁଡ଼ି ଯାଇଥିଲା। ନ୍ୟୁଜ୍ ଏଜେନ୍ସି ଏପି ଅନୁଯାୟୀ ୭ ଜଣ ନିଖୋଜ ଥିବା ଜଣାପଡିଛି। ଉଦ୍ଧାର କାର୍ଯ୍ୟ ଜାରି ରହିଛି।

   Related Posts