Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨ଶହ ଅତିକ୍ରମ କଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୭୯୩ କରୋନା ସଂକ୍ରମିତ, ୨୭୭୮୮୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • କେନ୍ଦ୍ରାପଡାରେ ଘରେ ପଶି ଲୁଟିଲେ, କଟୁରୀରେ ହାଣି ଖସିଗଲେ, ସ୍ବାମୀ-ସ୍ତ୍ରୀ ଗୁରୁତର
  • ||
  • ବାଲେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଅଫିସ୍‌ରୁ ଜବତ ହେଲା ୯ଟି ଟଙ୍କା ଭର୍ତ୍ତି ଲଫାପା, ବାନ୍ଧିନେଲା ଭିଜିଲାନ୍ସ
  • ||
  • ପାଟଣାରେ ଭାରସାମ୍ୟ ହରାଇ ପଥରରେ ପିଟି ହେଲା ବାଇକ୍, ଘଟଣାସ୍ଥଳରେ ଚାଳକଙ୍କ ମୃତ୍ୟୁ
  • ||
  • ବାଲିଅନ୍ତାରେ ଜୁଆ ଆଡ୍ଡା ଉପରେ ଚଢାଉ, ୩ ଗିରଫ
  • ||
  • ଚାନ୍ଦବାଲିରେ ଟ୍ରେନ୍ ଲାଇନ୍‌ରୁ ମିଳିଲା ନାବାଳକଙ୍କ ମୃତଦେହ
  • ||
  • ପୁରୀରେ ୪ ବ୍ରାଉନସୁଗାର ବେପାରୀ ଗିରଫ, ୫.୩୨ ଗ୍ରାମ୍ ବ୍ରାଉନସୁଗାର ଜବତ
  • ||
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||

ଓଡିଶାରେ ପହଞ୍ଚିଲେ ୬ ଜଣିଆ ଇଣ୍ଟର ମିନିଷ୍ଟ୍ରିଆଲ ସେଣ୍ଟ୍ରାଲ ଟିମ୍

3/06/2020 at 9:24 PM

ଭୁବନେଶ୍ବର୩/୬: ଓଡିଶାରେ ପହଞ୍ଚିଲେ ୬ ଜଣିଆ ଇଣ୍ଟର ମିନିଷ୍ଟ୍ରିଆଲ ସେଣ୍ଟ୍ରାଲ ଟିମ୍ । ସ୍ୱତନ୍ତ୍ର ବିମାନ ଯୋଗେ ଭୁବନେଶ୍ୱରରେ ପହଁଞ୍ଚିଲା ଟିମ୍। ଟିମ ଲିଡ଼ର ହେଉଛନ୍ତି କେନ୍ଦ୍ର ସ୍ବରାଷ୍ଟ୍ର ବିଭାଗର ଯୁଗ୍ମ ସଚିବ ଶ୍ରୀ ପ୍ରକାଶ। ପୂର୍ବରୁ ଓଡ଼ିଶାରେ ଅଛନ୍ତି ରାସ୍ତା ଏବଂ ଗମନା ଗମନ ଓ ଜଳସେଚନ ବିଭାଗର ୨ ଜଣ ଅଧିକାରୀ। ଅମ୍ଫାନ ବାତ୍ୟାର କ୍ଷୟକ୍ଷତି ଆକଳନ କରିବା ଲାଗି ଆସିଛି ଟିମ୍। ୨ ଟିମ୍‌ରେ ଭାଗ ହୋଇ ଆସନ୍ତାକାଲି ବାତ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବ ଟିମ୍। ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ ଓ ବାଲେଶ୍ଵର ଜିଲ୍ଲା ପରିଦର୍ଶନ କରିବ ଟିମ୍।

   Related Posts