Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସୁଶିଲ ମୋଦି ରାଜ୍ୟସଭା ପ୍ରାର୍ଥୀ, ରାମବିଳାସ ପାଶଓ୍ବାନଙ୍କ ସ୍ଥାନରେ ଟିକେଟ୍‌ ଦେଲା ବିଜେପି
  • ||
  • ଡିସେମ୍ବର ୧ରୁ ଖୋଲିବ ରାଜ୍ୟର ସମସ୍ତ ମେଡିକାଲ୍‌ କଲେଜ୍‌, କରୋନା ଗାଇଡ୍‌ଲାଇନ୍‌ ସହ ଏସ୍‌ଓପି ପାଳନ ବାଧ୍ୟତାମୂଳକ
  • ||
  • ବାଜିରାଉତ ବ୍ରିଜ୍‌ ଉପରେ ବସ୍‌ ଉପରକୁ ଗୁଳିମାଡ଼, ଦୁଇ ଯୁବକ ଏବଂ ଜଣେ ଯୁବତୀ ଫେରାର
  • ||
  • ଘୋଷଣା ହେଲା ଧର୍ମପଦ ସମ୍ମାନ, ୨୦୧୬ ରୁ ୨୦ ବର୍ଷ ପାଇଁ ୫ ଜଣଙ୍କୁ ଧର୍ମପଦ ସମ୍ମାନ, ୨୫ ଜଣ ଶିଳ୍ପୀ ହେବେ ସମ୍ବର୍ଦ୍ଧିତ
  • ||
  • ପାଠକ ବାପ-ପୁଅ ଗିରଫ, କୁବେର ଜଙ୍ଗଲ ଅଫିସରଙ୍କ ଅମାପ ସଂପତ୍ତି ଠାବ କରିଛି ଭିଜିଲାନ୍ସ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ୧୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୧୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ବର : ରାଜ୍ୟରେ ଚିହ୍ନଟ ହେଲେ ୫୯୪ କରୋନା ସଂକ୍ରମିତ, ୩୧୭୨୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜ୍, ଦଳରେ ସାମିଲ ହେଲେ ଦ୍ରୁତ ବୋଲର ଟି. ନଟରାଜନ
  • ||
  • ଭୁବନେଶ୍ବର : ଦଶମ ଶ୍ରେଣୀ ଛାତ୍ରୀ କଲେ ଆତ୍ମହତ୍ୟା ! ବେକରେ ରଶି ଲଗାଇ ପଙ୍ଖାରେ ଝୁଲି ପଡିଲେ, କାରଣ ଅସ୍ପଷ୍ଟ
  • ||
  • ରାଜକୋଟ : କୋଭିଡ୍ ହସ୍ପିଟାଲରେ ଲାଗିଲା ନିଆଁ, ୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||

କରୋନା ନେଲା ଆଉ ୬ ମୁଣ୍ଡ, ମୃତ୍ୟୁସଂଖ୍ୟା ୯୭କୁ ବୃଦ୍ଧି

20/07/2020 at 10:42 AM

ଭୁବନେଶ୍ୱର ୨୦।୦୭:  ଓଡିଶା ଅଣାୟତ୍ତ ହେଉଛି କରୋନା । ଆଜି  ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭ କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ବିଟ୍ ସୂଚନା ଦିଆଯାଇଛି। 

ମୃତକଙ୍କ ମଧ୍ୟରୁ ଗଞ୍ଜାର ଜିଲ୍ଲାରୁ ୫ ଜଣ ସଂକ୍ରମିତ ଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ କରୋନାରେ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାର ଜଣେ ୭୦ବର୍ଷୀୟ ବୃଦ୍ଧ, ୪୦ବର୍ଷୀୟ ପୁରୁଷ, ୪୨ ବର୍ଷାୟୀ ପୁରୁଷ, ୫୪ବର୍ଷୀୟ ପୁରୁଷ ଓ ୫୨ବର୍ଷୀୟ ପୁରୁଷ ରହିଥିବା ବେଳେ ଗଜପତି ଜିଲ୍ଲାରୁ ଜଣେ ୫୫ବର୍ଷୀୟ ମହିଳା ରହିଛନ୍ତି । ଏଥିସହିତ ଓଡିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮ ହଜାର ୧୧୦କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ବିଟ୍ ସୂଚନା ଦିଆଯାଇଛି।

   Related Posts