Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହରିୟାଣା : ଚଳନ୍ତା କାର ଉପରେ ଓଲଟି ପଡିଲା କଣ୍ଟେନର, ୩ ମୃତ
  • ||
  • ଅଷ୍ଟ୍ରେଲିଆକୁ ଆଉ ଏକ ଝଟକା, ଷ୍ଟାର୍କ ଆହତ, ପ୍ରଥମ ଟି୨୦ରୁ ପଡିବେ ବାଦ୍ !
  • ||
  • ବରଗଡ : ଟ୍ରକ୍‌ ସହ ଧକ୍କା ହେଲା ବରଯାତ୍ରୀ ବୋଲେରୋ, ୩ ମୃତ, ୪ ଗୁରୁତର
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ୪ ଗିରଫ
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||
  • କୋରାପୁଟ : ମିଳିଲାନି ଜାମିନ୍, ନିଜ ବେକ କାଟିଦେଲେ କଏଦୀ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||

ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ, ମୃତ୍ୟୁସଂଖ୍ୟା ୪୮ ଛୁଇଁଲା

8/07/2020 at 10:40 AM

ଭୁବନେଶ୍ୱର ୦୮ ।୦୭: ରାଜ୍ୟରେ ଦିନକୁ ଦିନକ ଭୟଙ୍କର ହୋଇଚାଲିଛି କରୋନା ଭାଇରସ । ଆଜି ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୪୮ରେ ପହଁଚିଛି ।

ଆଜି ରାଜ୍ୟରେ ୬ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟ ହୋଇଛି । ଯାହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନାରେ ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମରେ ୩ ଜଣ ହୋଇଥିବା ବେଳେ କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ରାୟଗଡ଼ାରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ ହୋଇଛି । ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିିଲ୍ଲାରେ ସର୍ବାଧିକ କରୋନା ଜନିତ ମୃତ୍ୟୁ ହୋଇଛି ।

ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରେ ରାଜ୍ୟରେ ଆଉ ୫୨୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।ଯାହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୨୪ରେ ପହିଞ୍ଚିଛି । ଏଥିମଧ୍ୟରୁ ୩୮୬୦ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୬୭୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୮ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇସାରିଛି ।

   Related Posts