Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘାରିଛି ଓମିକ୍ରନ ବିପଦ : ବିଳମ୍ବିତ ହେବ ଟିମ୍ ଇଣ୍ଡିଆର ଦକ୍ଷିଣ ଆଫ୍ରିକା ଗସ୍ତ ! ସମୟ ମାଗିଲା ବିସିସିଆଇ
  • ||
  • ଓଏସଏପି ଯବାନଙ୍କ ଆତ୍ମହତ୍ୟା, ଗଛରେ ଝୁଲୁଛି ମୃତଦେହ
  • ||
  • କ୍ଲାସରୁମ୍ ଭିତରକୁ ପଶିଆସିଲା ବାଘ, ଛାତ୍ରଛାତ୍ରୀଙ୍କୁ ଗୋଡାଇ ଗୋଡାଇ କଲା ଘାଇଲା
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ

30/10/2020 at 7:48 AM

ଗୋଦାବରୀ ୩୦।୧୦: ଆନ୍ଧ୍ରପ୍ରଦେଶ ପୂର୍ବ ଗୋଦାବରୀ ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଜିଲ୍ଲା ଥାଣ୍ଟିକୋଣ୍ଡା ଗାଁରେ ଏକ ଭ୍ୟାନ ଭାରସାମ୍ୟ ହରାଇ ଓଲଟି ପଡିଛି । ଦୁର୍ଘଟଣ ଫଳରେ ୬ ଜଣଙ୍କ ମୃତ୍ୟୁ ହୋଇଛି । ସେହିଭଳି ଏହି ଦୁର୍ଘଟଣାରେ ଗୁରୁତର ଲୋକଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କୁହାଯାଉଛି ଯେ, ଭ୍ୟାନ୍ ଟି ଏକ ବିବାହ ଉତ୍ସବରୁ ଫେରୁଥିଲା । ଏଥିରେ ୧୫ ଜଣ ଲୋକ ରହିଥିଲେ ।

   Related Posts