Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଗିରଫ
  • ||
  • ମିର୍ଜାପୁରରେ କଂଗ୍ରେସ ନେତା ଦିଗ୍‌ବିଜୟ ସିଂହଙ୍କ ବଡ଼ ବୟାନ, କହିଲେ- ପାକିସ୍ତାନ ଯିବାକୁ ଚାହୁଁଛି
  • ||
  • ରାଜନୀତିରେ ପ୍ରବେଶ କଲେ ସୁପରଷ୍ଟାର୍ ରଜନୀକାନ୍ତ
  • ||
  • ବଢିଲା LPG ସିଲିଣ୍ଡର ଦର ଏବେ ବିନା ସବସିଡି ଉପଭୋକ୍ତାଙ୍କୁ ଦେବାକୁ ପଡିବ ଅଧିକ ୫୦ଟଙ୍କା
  • ||
  • ସାଲେପୁର : ଆମ୍ବୁଲାନ୍ସକୁ ପିଟିଲା କାର୍, ଡ୍ରାଇଭର ଆହତ
  • ||
  • କଟକ : ସି-ସୋର ଘାଟରୁ ଅଜଣା ମୃତଦେହ ଉଦ୍ଧାର, ଭାସି ଆସିଥିବା ସନ୍ଦେହ
  • ||
  • ଚଣ୍ଡିଗଡ : ପଦ୍ମ ବିଭୂଷଣ ଫେରାଇଲେ ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରକାଶ ସିଂହ ବାଦଲ
  • ||
  • ନୂଆଦିଲ୍ଲୀ : ଅନଲାଇନ୍‌ରେ ହେବନାହିଁ CBSE ବୋର୍ଡ ପରୀକ୍ଷା, ପୂର୍ବଭଳି ପରୀକ୍ଷା ଦେବେ ଛାତ୍ରଛାତ୍ରୀ
  • ||
  • ଝାରସୁଗୁଡା : ବାପା ନା’ ରାକ୍ଷସ, ନିଶାଶକ୍ତ ଅବସ୍ଥାରେ ୧୧ ବର୍ଷର ଝିଅ ସହ କଲା ଦୁଷ୍କର୍ମ !
  • ||
  • କନ୍ଧମାଳ : ହଜିଗଲା ମା’ର ମମତା, ୪ ବର୍ଷ ଝିଅର ଗାଲ କାଟିଦେଲା ସାବତ ମା’ !
  • ||

ରାଜଧାନୀ ଉପକଣ୍ଠରୁ ୬ କ୍ବିଣ୍ଟାଲ ୬୦ କିଲୋ ଭାଙ୍ଗ ଜବତ

28/05/2020 at 4:26 PM

ବାଲିପାଟଣା୨୮/୫: ଲକଡାଉନ୍‌ରେ ବି ଚାଲିଛି ବେଧଡ଼କ ନିଶା କାରବାର। ରାଜ୍ୟରେ ଲକଡାଉନ ନିୟମର ଅବଧି ମେ ୩୧ ପର୍ଯ୍ୟନ୍ତ ବୃଦ୍ଧି ହୋଇଛି। ହେଲେ ରାଜଧାନୀ ଉପକଣ୍ଠ ବାଲିଅନ୍ତା ଥାନା ବାଳକାଟି ଅଞ୍ଚଳରୁ ୬ କ୍ବିଣ୍ଟାଲ ୬୦ କିଲୋ ଭାଙ୍ଗ ଜବତ କରିଛି ଭୁବନେଶ୍ବର ଅବକାରୀ ବିଭାଗ। ବିଶେଷ ସୂତ୍ରରୁ ଖବର ପାଇ ବାଳକାଟୀ କେନାଲ ପାର୍ଶ୍ବରେ ଗାଡି ମଟର ଯାଞ୍ଚ କରୁଥିବା ବେଳେ ଏକ ଟାଟା ଏସି ଗାଡିରୁ ୨୨ ଗୋଟି ବସ୍ତା ଭାଙ୍ଗ ଜବତ କରିଛି ଭୁବନେଶ୍ବର ଅବକାରୀ ବିଭାଗ। ଏହା ସହ ଗାଡି ଚାଳକ ଦିପକ ବିଶ୍ବାଳକୁ ଗିରଫ କରି ପୋଲିସ୍ କୋର୍ଟ ଚାଲାଣ କରିଛି। ବାଲିଅନ୍ତା ଥାନାରେ ୫/୨୦୨୦-୨୧ ରେ ଏକ ମାମଲା ରୁଜୁ ହୋଇଛି । 

   Related Posts