Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍, ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

11/09/2019 at 8:41 AM

ସମ୍ବଲପୁର ୧୧।୯: ବନ୍ଦ ହେଲା ହୀରାକୁଦ ଜଳଭଣ୍ଡାରର ୬ଟି ଗେଟ୍ । ବର୍ତ୍ତମାନ ଜଳଭଣ୍ଡାରର ୧୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ବାମ ପାର୍ଶ୍ବରେ ୧୦ ଏବଂ ଡାହାଣ ପାର୍ଶ୍ବରେ ୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୫.୨୧ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ ଲକ୍ଷ ୬୫ ହଜାର ୫୩୫ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୩ ଲକ୍ଷ ୪୧ ହଜାର ୭୭୩ କ୍ୟୁସେକ୍ ଜଳ ।

   Related Posts